ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ୧୮ଟି କାର୍ଯ୍ୟ ଦିବସ ରହିଛି। ଚାଷୀ ସମସ୍ୟା, ପିଏନ୍ବି ସ୍କାମ୍ଠାରୁ ଆରମ୍ଭ କରି ଦଳିତଙ୍କ ଉପରେ ଆକ୍ରମଣ ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ୍ ହୋଇପାରେ।
ତିନ୍ ତଲାକ୍ ବିଲ୍ ଉପରେ ସରକାର ଗୁରୁତ୍ୱ ଦେଉଥିବାରୁ ଏହାକୁ ପାରିତ କରିବାକୁ ଚେଷ୍ଟା କରିବେ। ମହିଳା ସଂରକ୍ଷଣ ବିଲ୍ ପାସ୍ କରାଇବା ଉପରେ କଂଗ୍ରେସ୍ ଗୁରୁତ୍ୱ ଦେବ। ଏହି ବିଲ୍କୁ ଦଳ ସମର୍ଥନ କରିଛି। ଏନେଇ ରାହୁଲ ଗାନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ମଧ୍ୟ ଲେଖିଛନ୍ତି। ସେହିପରି ଏସ୍ସି/ଏସ୍ଟି ସଂରକ୍ଷଣ ସଂଶୋଧନ ସମେତ ଆଉ କିଛି ନୂଆ ବିଲ୍ ଆଗତ ହୋଇପାରେ।
ବିଜେଡି ମହାନଦୀ, ପୋଲାଭରମ୍ ଓ ଏମ୍ଏସ୍ପି ପ୍ରସଙ୍ଗ ଗୃହରେ ଉଠାଇବ ବୋଲି ସୂଚନା ଦେଇଛି।
ଗତ ଅଧିବେଶନ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଥିବା ବେଳେ ଏଥର ସୁରୁଖୁରୁରେ ଗୃହ ଚଳାଇବା ସରକାରଙ୍କ ପାଇଁ ଚ୍ୟାଲେଞ୍ଜ୍ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।