ପାଟଣା: ଆଜି ଶପଥ ନେବେ ନୀତିଶ, ଯୋଗଦେବେ ବହୁ ବରିଷ୍ଠ ନେତା

ପାଟଣା: ଆଜି ବିହାରରେ ମୁଖ୍ୟମନ୍ତ୍ରୀ ଭାବେ ନୀତିଶ କୁମାର ଶପଥ ନେବେ। ଏହାସହ ନୀତିଶଙ୍କ ନେତୃତ୍ୱାଧୀନ ମହାମେଣ୍ଟ ସରକାରର ନୂଆ ମନ୍ତ୍ରୀମଣ୍ଡଳ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଶପଥ ଗ୍ରହଣ ପରେ ରାଜ୍ୟରେ ତୃତୀୟ ଥର ପାଇଁ ସରକାର ଗଠନ କରିବେ ନୀତିଶ କୁମାର। ଏଥିପାଇଁ ପାଟନାର ଗାନ୍ଧି ମୈଦାନରେ ବର୍ଣ୍ଣାଢ୍ୟ ଉତ୍ସବର ଆୟୋଜନ କରାଯାଇଛି। ନୀତିଶଙ୍କ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ ଉତ୍ସବରେ ଦେଶର ବହୁ ମାନ୍ୟଗଣ୍ୟ ନେତାଙ୍କ ସମେତ ୧୦ରୁ ଅଧିକ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବା […]

nitish-kumar-

nitish-kumar-

Rakesh Mallick
  • Published: Friday, 20 November 2015
  • Updated: 20 November 2015, 07:00 AM IST

Sports

Latest News

ପାଟଣା: ଆଜି ବିହାରରେ ମୁଖ୍ୟମନ୍ତ୍ରୀ ଭାବେ ନୀତିଶ କୁମାର ଶପଥ ନେବେ। ଏହାସହ ନୀତିଶଙ୍କ ନେତୃତ୍ୱାଧୀନ ମହାମେଣ୍ଟ ସରକାରର ନୂଆ ମନ୍ତ୍ରୀମଣ୍ଡଳ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଶପଥ ଗ୍ରହଣ ପରେ ରାଜ୍ୟରେ ତୃତୀୟ ଥର ପାଇଁ ସରକାର ଗଠନ କରିବେ ନୀତିଶ କୁମାର। ଏଥିପାଇଁ ପାଟନାର ଗାନ୍ଧି ମୈଦାନରେ ବର୍ଣ୍ଣାଢ୍ୟ ଉତ୍ସବର ଆୟୋଜନ କରାଯାଇଛି। ନୀତିଶଙ୍କ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ ଉତ୍ସବରେ ଦେଶର ବହୁ ମାନ୍ୟଗଣ୍ୟ ନେତାଙ୍କ ସମେତ ୧୦ରୁ ଅଧିକ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଉପ ସଭାପତି ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ା, ଏନସିପି ମୁଖ୍ୟ ଶରଦ ପାୱାର ଯୋଗଦେବେ। ସେହିଭଳି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିୱାଲ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେନାହିଁ ବୋଲି ଜଣାପଡିଛି। ୬ଟି କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାକୁ ସମ୍ମତି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ନିମନ୍ତ୍ରଣ କରାଯାଇଛି। ତେବେ ଆଗୁଆ ଅନ୍ୟ କାର୍ଯ୍ୟକ୍ରମ ନିର୍ଦ୍ଧାରଣ କାରଣରୁ ମୋଦି ଉତ୍ସବରେ ଯୋଗଦେଇ ନ ପାରନ୍ତି ବୋଲି ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story