ପଠାନକୋଟ: ପଞ୍ଜାବର ପଠାନକୋଟ ଏୟାରବେସରେ କେତେ ସଂଖ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଥିଲେ ଏ ନେଇ ତଦନ୍ତକାରୀ ଟିମ୍ ପାଇଁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ସଂଖ୍ୟା ୪ କିମ୍ୱା ୬ ତାହା ଏନଆଇଏ ଠିକ୍ରେ କହିପାରୁ ନାହିଁ।
୬ ଜଣ ଆତଙ୍କବାଦୀକୁ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ହତ୍ୟା କରିଥିବା ଏକ ଗଣମାଧ୍ୟମ ଖବରରେ ପ୍ରକାଶ ପାଇଥିଲା। ୪ ଆତଙ୍କୀଙ୍କୁ ହତ୍ୟା କରାଯିବା ପରେ ଏକ ଦୁଇ ମହଲା ଘର ଉପରେ ବିସ୍ଫୋରଣ କରାଯାଇଥିଲା। ଏଥିରେ ଦୁଇ ଜଣ ଆତଙ୍କୀଙ୍କ ମୃତ୍ୟୁ ଘଟିଥିଲା। ତେବେ ବିସ୍ଫୋରଣ ପରେ କିଛି ମାଂସ ଟୁକୁଡା ମିଳିଥିବା ବେଳେ, କିଛି ପୋଷାକ ମିଳି ନ
ଥିଲା। ତେଣୁ ଏହି ମାଂସ ଖଣ୍ଡ ଆତଙ୍କବାଦୀଙ୍କର ବୋଲି ଅନୁମାନ କରାଯାଉଛି।
ଏନଆଇ ମୁଖ୍ୟ ଶରଦ କୁମାର ପୁଣି ଥରେ ଘଟଣାସ୍ଥଳକୁ ପରିଦର୍ଶନ କରିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।