ନୂଆଦିଲ୍ଲୀ: ମୋଦି ୨ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଛନ୍ତି। ବଜେଟ ବ୍ୟବସ୍ଥା ଅନୁଯାୟୀ, ଏଣିକି ୩ କୋଟି ଛୋଟ ଓ ଉଠା ଦୋକାନୀଙ୍କୁ ପେନସନ ମିଳିବ।
ଯେଉଁ ଛୋଟ ଓ ଉଠା ଦୋକାନୀମାନେ ବାର୍ଷିକ ୧.୫ କୋଟିରୁ କମ୍ କାରବାର କରୁଥିବେ ସେମାନଙ୍କୁ ପ୍ରଧାନମନ୍ତ୍ରୀ କର୍ମଯୋଗୀ ମାନଧନ ଯୋଜନାରେ ଏଭଳି ପେନସନ ଯୋଗାଇ ଦିଆଯିବ। ସେହିପରି ଏମଏସ୍ଏମ୍ଏଇ ପାଇଁ ୧ କୋଟି ଟଙ୍କାର ଋଣ ମାତ୍ର ୫୯ ମିନିଟରେ ମଞ୍ଜୁର କରାଯିବ।
ଏହାବାଦ୍ ଗଙ୍ଗା ନଦୀରେ ଜଳ ମାର୍ଗ ବିକାଶ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରେଲୱେର ବିକାଶ ପାଇଁ ପବ୍ଲିକ-ପ୍ରାଇଭେଟ୍ ପାର୍ଟନରଶିପ୍ ବ୍ୟବସ୍ଥା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁଖ୍ୟମନ୍ତ୍ରୀଙ୍କ ପୁଅ ହେଲେ ଉପମୁଖ୍ୟମନ୍ତ୍ରୀ
ଡିଏମକେ ନେତୃତ୍ୱାଧୀନ ତାମିଲନାଡୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି।
National
ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ସଫା, ହେଡ୍ କନଷ୍ଟେବଳ ସହିଦ
ଘଟଣାରେ ଜଣେ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ଏବଂ ଡେପୁଟୀ ଏସପି ଆହତ ହୋଇଛନ୍ତି। ଉଭୟଙ୍କ ଦେହରେ ଗୁଳି ବାଜିଛି।
National
ଜାତିସଂଘରୁ ପାକିସ୍ତାନକୁ ଚରମବାଣୀ, ଆତଙ୍କବାଦର ପରିଣାମ ଭୋଗିବାକୁ ପଡ଼ିବ
ପାକ୍ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇବା ପରେ, ଗତକାଲି ଜୟଶଙ୍କର ପାକିସ୍ତାନ ଉପରେ ବର୍ଷିଛନ୍ତି।
National
ରାସ୍ତାରେ ଛିଡ଼ା ହୋଇଥିବା ଡମ୍ଫରକୁ ପିଟିଲା ବସ୍, ୯ ମୃତ
ସେହିପରି ୨୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।