ଅଶନସିଓନ: ପାରାଗୁଏରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ନେଇଛି । ପାରାଗୁଏ ନଦୀରେ ଜଳସ୍ତର ବୃଦ୍ଧି ହେବା କାରଣରୁ ଏହି ଅଞ୍ଚଳରେ ବନ୍ୟା ଆସିଛି । ବନ୍ୟା ଯୋଗୁଁ ପ୍ରାୟ ୩୦ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ମ୍ୟୁନିସିପାଲ୍ ଏମରଜେନ୍ସି ଆଣ୍ଡ ଡିଜାସ୍ଟର୍ କାଉନସିଲ ଏହି ସୂଚନା ଦେଇଛନ୍ତି ।
କାଉନସିଂଲ ନିର୍ଦ୍ଦେଶକଙ୍କ କହିବା ଅନୁସାରେ ବନ୍ୟା ପ୍ରଭାବିତ ୬ହଜାର ପରିବାରଙ୍କୁ ୬୬ଟି ଶିବିରରେ ଆଶ୍ରୟ ଦିଆଯାଇଛି । ସେମାନଙ୍କୁ ବିଜୁଳି, ପାଣି ଓ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି।
ଅନ୍ୟପକ୍ଷରେ ବନ୍ୟା ପ୍ରଭାବିତ ଅଞ୍ଚଳର କିଛି ଲୋକ ନିଜ ଘର ଛାଡି ବନ୍ୟା ଆଶ୍ରୟ ସ୍ଥଳୀକୁ ଯିବାକୁ ମନା କରିଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।