ରାଉରକେଲା (ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ଏନ୍କାଉଣ୍ଟରେ ଜଣେ ପିଏଲ୍ଏଫ୍ଆଇ କମାଣ୍ଡରର ମୃତ୍ୟୁ ଘଟିଛି। ତା’ ନାଁ ବିଜୟ ଡାଙ୍ଗ।
କୋଲାବିରା ଝପଲା ଜଙ୍ଗଲରେ ଏହି ଏନ୍କାଉଣ୍ଟର ହୋଇଥିଲା।
ବିଜୟ କିଛି ଦିନ ଧରି ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ବେଶ୍ ସକ୍ରିୟ ଥିଲା। ତା’ ନାଁରେ ବିଭିନ୍ନ ଅପରାଧିକ ମାମଲା ଥିଲା।
ବିଜୟର ଘର ସୁନ୍ଦରଗଡ଼ ଜିଲ୍ଲା ରାୟବଗା ଅଞ୍ଚଳର ବୋଲି ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।