ନୂଆଦିଲ୍ଲୀ: ଶନିବାର ୧୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ମହାମାରୀ କରୋନା ବ୍ୟାପିବାକୁ ନେଇ ବର୍ତ୍ତମାନ ଲାଗୁ ହୋଇଥିବା ୨୧ ଦିନିଆ ଲକ୍ଡାଉନ୍ ବିଷୟରେ ଏହି ଅବସରରେ ଆଲୋଚନା ହୋଇଥିଲା। ଏତଦ୍ ବ୍ୟତୀତ ଏହାକୁ ଆଗକୁ ବଢ଼ାଇବା ନେଇ ମଧ୍ୟ ଆଲୋଚନା ହୋଇଥିଲା।
ମୋଦି ଆଜି କେନ୍ଦ୍ରର ଆଭିମୁଖ୍ୟ ବାବଦରେ କହିଛନ୍ତି, ଏହି ସମୟରେ ଜୀବନ ଯେତିକି ଗୁରୁତ୍ୱପୂର୍ଣ୍ଣ ଅର୍ଥନୀତି ସେତିକି ଗୁରୁତ୍ୱପୂର୍ଣ୍ଣ।
ମଙ୍ଗଳବାର ଏହି ଲକ୍ଡାଉନ୍ ସରିବାର ଥିଲା। କିନ୍ତୁ ବର୍ତ୍ତମାନ ବିଭିନ୍ନ ରାଜ୍ୟ ଏହାକୁ ବଢ଼ାଇବାକୁ ପ୍ରସ୍ତାବ ଦେଇଛନ୍ତି। ତେଣୁ ଏହାକୁ ଗ୍ରହଣ କରି ମୋଦି ୪ ଘଣ୍ଟିଆ ବୈଠକ ପରେ ପ୍ରକାରାନ୍ତରେ ସୂଚାଇ ଦେଇଛନ୍ତି ଏହି ଲକ୍ଡାଉନ୍ର ଅବଧି ବଢ଼ିବ, କିନ୍ତୁ ଅର୍ଥନୀତି ପାଇଁ କିଛି କ୍ଷେତ୍ରରେ କୋହଳ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।