ତେହରାନ୍: ଚାବାହାର ବନ୍ଦରର ବିକାଶ ଲାଗି ଭାରତ ଓ ଇରାନ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷର ହୋଇଛି। ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ପୁଞ୍ଜି, ନିବେଶ, ଭିତ୍ତିଭୂମି ଓ ଖାସ୍ କରି ଶକ୍ତି କ୍ଷେତ୍ରରେ ବ୍ୟାପକ ସହଯୋଗ ରହିଛି। ସେହିପରି ଭାରତ ଇରାନ୍ରୁ ତୈଳ ଆମଦାନୀକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ରହିଛି।
ଦୁଇ ଦିନିଆ ଇରାନ୍ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ତେହରାନ୍ରେ ବିଧିବଦ୍ଧ ଭାବେ ସ୍ୱାଗତ କରାଯାଇଛି। ଦୀର୍ଘ ୧୫ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଇରାନ୍ ଯାଇଛନ୍ତି। ଇରାନ୍ ଉପରୁ ଆନ୍ତର୍ଜାତିକ କଟକଣା ଉଠିବା ପରେ ଭାରତ ତେହରାନ୍ ସହ ସମ୍ପର୍କ ଦୃଢ କରିବା ଲକ୍ଷ୍ୟରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।