ନ୍ୟୁୟର୍କ: ପ୍ରକାଶ ପାଇଛି ଫୋବସ ମାଗାଜିନର ୨୦୧୫ ତାଲିକା। ଏଥିରେ ନବମ କ୍ଷମତାଶାଳୀ ବ୍ୟକ୍ତିତ୍ୱ ମଧ୍ୟରେ ସ୍ଥାନ ପାଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ରୁସିଆର ରାଷ୍ଟ୍ରପତି ଭାଦମୀର ପୁତୀନ୍। ଦ୍ୱିତୀୟ ସ୍ଥାନରେ ଜାର୍ମାନୀର ଚାନସେଲର ଆଞ୍ଜେଲା ମାର୍କେଲ, ତୃତୀୟ ସ୍ଥାନରେ ଆମେରିକାର ରାଷ୍ଟ୍ରପତି ବାରାକ୍ ଓବାମା, ଚତୁର୍ଥସ୍ଥାନରେ ରହିଛନ୍ତି ପୋପ୍ ଫ୍ରାନ୍ସିସିସ୍, ପଞ୍ଚମ ସ୍ଥାନରେ ଚୀନର ରାଜନେତା ଜି ଜୀନପିଙ୍ଗ, ଷଷ୍ଠ ସ୍ଥାନରେ ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସର ମୁଖ୍ୟ ବିଲ୍ ଗେଟ୍ସ, ସପ୍ତମ ସ୍ଥାନରେ ଆମେରିକାର ଜନେତ୍ ୟେଲନ୍, ଅଷ୍ଟମ ସ୍ଥାନରେ ୟୁକେର ପ୍ରଧାନମନ୍ତ୍ରୀ ଡେଭିଡ୍ କ୍ୟାମରୁନ୍ ଓ ୧୦ମ ସ୍ଥାନରେ ରହିଛନ୍ତି ଗୁଗୁଲର ସିଇଓ ଲେରୀ ପେଜ୍।
ସୂଚନାଯୋଗ୍ୟ, ୨୦୧୪ ଫୋବସ୍ ତାଲିକାରେ ମୋଦି ୧୪ ତମ ସ୍ଥାନରେ ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।