ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ବକ୍ତବ୍ୟ ରଖିବେ। ଅପରାହ୍ନ ୪ଟାରେ ସେ ଅଲ୍ ଇଣ୍ଡିଆ ରେଡିଓ ମାଧ୍ୟମରେ କଶ୍ମୀର ପ୍ରସଙ୍ଗରେ କହିବେ ବୋଲି ଜଣାପଡ଼ିଛି।
https://twitter.com/ANI/status/1159342596302561280
ଗତକାଲି ପ୍ରଧାନମନ୍ତ୍ରୀ ଅଭିଭାଷଣ ରଖିବାର କାର୍ଯ୍ୟକ୍ରମ ଥିଲା କିନ୍ତୁ ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ଶେଷକୃତ୍ୟ ଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ବାତିଲ୍ କରାଯାଇ ଥିଲା ବୋଲି ସୂଚନା ରହିଛି।
ସୂଚନାଯୋଗ୍ୟ, ସୋମବାର ରାଜ୍ୟସଭାରେ ଗୃହମନ୍ତ୍ରୀ ଅମିତ ଶାହ ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟିବା ନେଇ ଅବଗତ କରାଇଥିଲେ। ଏହାପରେ ମଙ୍ଗଳବାର ସରକାର ଲୋକସଭାରେ ଜମ୍ମୁ-କଶ୍ମୀର ବିଭାଜନ ବିଲ୍ ପାସ୍ କରାଇଥିଲେ। ସରକାର ଜମ୍ମୁ କଶ୍ମୀରକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ଗୋଟିଏ ଜମ୍ମୁ କଶ୍ମୀର ଅନ୍ୟଟି ଲଦାଖ। ପ୍ରଧାନମନ୍ତ୍ରୀ ମୋଦି ଜମ୍ମୁ କଶ୍ମୀର ପ୍ରସଙ୍ଗରେ ନିଜର ଅଭିଭାଷଣ ଗତକାଲି ରଖିବେ ବୋଲି ନିଷ୍ପତ୍ତି ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।
Politics
ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!
ଏବେ ମହିଳାମାନେ ସବୁ ଦଳର ଭୋଟ ବ୍ୟାଙ୍କ ଭାବେ ଉଭା ହୋଇଛନ୍ତି। ସେମାନଙ୍କ ହାତକୁ ସିଧା ନଗଦ ଟଙ୍କା ଦେବାକୁ ସବୁ ଦଳ ଭିନ୍ନଭିନ୍ନ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି।
Offbeat
'ସ୍ତ୍ରୀ ମୁହଁକୁ କେତେ ସମୟ ଚାହିଁ ରହିବ?' ରବିବାର ବି କାମ କରିବାକୁ ସୁବ୍ରମଣ୍ୟନଙ୍କ ପରାମର୍ଶ
କହିଲେ ରବିବାର କର୍ମଚାରୀଙ୍କୁ କାମ କରାଇପାରୁନଥିବାରୁ ମୁଁ ଦୁଃଖିତ। ସପ୍ତାହରେ ୯୦ଘଣ୍ଟା କାମ କରିବାକୁ କର୍ମଚାରୀଙ୍କୁ ସୁବ୍ରମଣ୍ୟନଙ୍କ ପରାମର୍ଶ।
National
ସମସ୍ତେ ଭାବିଥିଲେ ମରିଯାଇଛନ୍ତି, କିନ୍ତୁ ୨୪ ବର୍ଷ ପରେ ପରିବାର ପାଖକୁ ଫେରିଲେ
ଅୟାଲ ଗାଁରେ ରହୁଥିବା ପ୍ରମୋଦ ୨୦୦୦ ମସିହା ଡିସେମ୍ବର ୪ରେ ହଠାତ୍ ଘରୁ କେଉଁ ଆଡ଼େ ଚାଲିଯାଇଥିଲେ।