ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କହିଛନ୍ତି, କରୋନା ସମସ୍ତଙ୍କୁ ସମାନ ଦେଖେ। ସେ ଲିଙ୍କଡ୍ଇନ୍ରେ ପୋଷ୍ଟ କରିଛନ୍ତି, “କରୋନା ଆମକୁ ଆକ୍ରମଣ କରିବା ପୂର୍ବରୁ ଜାତି, ଧର୍ମ, ରଙ୍ଗ, ଜାତି, ଧର୍ମ, ଭାଷା କିମ୍ବା ସୀମା ସରହଦ ଦେଖେ ନାହିଁ। ତେଣୁ ଆମର ଚାଲିଚଳନ ଓ ଆଚରଣ, ଏକତା ଓ ଭାଇଚାରାକୁ ପ୍ରାଥମିକତା ଦେବା ଉଚିତ। ଏ କ୍ଷେତ୍ରରେ ଆମେ ସମସ୍ତେ ଏକାଠି ଅଛୁ।"
ପ୍ରଧାନମନ୍ତ୍ରୀ କହିଛନ୍ତି, ପୂର୍ବରୁ ଆମେ ଦେଶଗୁଡ଼ିକ କିମ୍ବା ସମାଜ ରେ ପରସ୍ପର ବିରୋଧରେ ମୁହାଁମୁହିଁ ହୋଇଥିଲେ। କିନ୍ତୁ ଆଜି ଆମେ ସମସ୍ତେ ଗୋଟିଲ କମନ୍ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛୁ। ଭବିଷ୍ୟତ ଏକତା ଏବଂ ସ୍ଥିରତା ଉପରେ ନିର୍ଭର ରହିବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, “ଭାରତର ପରବର୍ତ୍ତୀ ବଡ଼ ଚିନ୍ତାଧାରା ବିଶ୍ୱ ସ୍ଥରୀୟ ପ୍ରାସଙ୍ଗିକତା ଏବଂ ପ୍ରୟୋଗ ଭିତ୍ତିରେ ଖୋଜିବା ଉଚିତ। କେବଳ ଭାରତ ପାଇଁ ନୁହେଁ ସମଗ୍ର ମାନବଜାତି ପାଇଁ ଏକ ସକାରାତ୍ମକ ପରିବର୍ତ୍ତନ ଆଣିବାର କ୍ଷମତା ସେମାନଙ୍କ ପାଖରେ ରହିବା ଉଚିତ।"
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
National
ବ୍ରିଜ ଉପରୁ ୩୧ଟି କୁକୁରଙ୍କୁ ଫୋପାଡ଼ି ଦେଲେ
ଗୋଟିଏ ସାମାଜିକ ଅନୁଷ୍ଠାନ ପକ୍ଷରୁ ଏନେଇ ପୁଲିସ୍ରେ ଅଭିଯୋଗ କରାଯାଇଛି। ସେମାନଙ୍କ କହିବା କଥା ଯେ ଜାନୁଆରୀ ୪ ତାରିଖରେ ଇଡୁମୈଲାରାମ ଗାଁ ନିକଟ ବ୍ରିଜରେ ପୂରା ଘଟଣା ଘଟିଛି।
National
ସଲମାନ୍ ଖାନଙ୍କ ଘରେ ଲାଗିଲା ବୁଲେଟ୍ ପ୍ରୁଫ୍ ଗ୍ଲାସ୍
ସଲମାନଙ୍କ ଘର ସମ୍ମୁଖରେ ପୁଣିଥରେ ସନ୍ଦିଗ୍ଧ ଗତିବିଧି ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ବାନ୍ଦ୍ରାସ୍ଥିତ ଘରେ ଏଥର ଜନ୍ମଦିନ ପାଳନ କରିନଥିଲେ ସଲମାନ।
National
ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ହେବ ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ
୨୦୨୦ ମସିହା ଅଗଷ୍ଟ ମାସରେ ଶ୍ରୀ ମୁଖାର୍ଜୀଙ୍କ ଦେହାନ୍ତ ହୋଇଥିଲା। ଏହାର ୪ ବର୍ଷ ପରେ କେନ୍ଦ୍ର ସରକାର ପ୍ରଣବ ଦା’ଙ୍କ ସ୍ମାରକୀ ପାଇଁ ଜମି ଦେଇଛନ୍ତି।