ନୂଆଦିଲ୍ଲୀ: ଗ୍ଲୋବାଲ ୱର୍ମିଂ ପାଇଁ ପ୍ରାକୃତିକ ବିପର୍ଯ୍ୟୟ ବଢ଼ି ଚାଲିଛି। ଗ୍ଲୋବାଲ ୱର୍ମିଂରେ ଭାରତର ଯୋଗଦାନ ବହୁତ କମ୍ ହେଲେ ଏହାର ସମାଧାନ କ୍ଷେତ୍ରରେ ଭାରତର ଅଗ୍ରଣୀ ଭୂମିକା ରହିଛି । ଜାତିସଂଘର ସାଧାରଣ ଅଧିବେଶନରେ ପରିବେଶ ସୁରକ୍ଷା ପ୍ରସଙ୍ଗ ଉଠାଇ ଏପରି ମନ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଏଥିସହ ମୋଦି କହିଛନ୍ତି, ଭାରତ ଭଳି ବିକାଶଶୀଳ ଦେଶ ସଫଳତାର ସହ ସ୍ୱଚ୍ଛତା ଅଭିଯାନ ଜାରି ରଖିଛି। ଭାରତକୁ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମୁକ୍ତ କରିବାକୁ ପଦକ୍ଷେପ ନିଆଯାଉଥିବା ସେ ସୂଚନା ଦେଇଛନ୍ତି । ଟିବି ମୁକ୍ତ ପାଇଁ ସାରା ବିଶ୍ୱ ୨୦୩୦ ପର୍ଯ୍ୟନ୍ତ ସମୟ ନେଇଛି । ଆମେ ଯେଉଁ ଚେଷ୍ଟା କରୁଛୁ, ତାହା ଭାରତ ପାଇଁ ନୁହେଁ, ସାରା ବିଶ୍ୱ ପାଇଁ ବୋଲି କହିଛନ୍ତି ମୋଦି । ଭାରତ ଗତ ୫ ବର୍ଷରେ ବିଶ୍ୱ ବନ୍ଧୁତ୍ୱର ମହାନ ପରମ୍ପରାକୁ ମଜବୁତ କରିଛି ବୋଲି ଜାତିସଂଘରେ କହିଛନ୍ତି ପ୍ରଧାନମନ୍ତ୍ରୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।