ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଅବସରରେ ନୂଆ ପରମ୍ପରା ସୃଷ୍ଟି କରିଛନ୍ତି। ଇଣ୍ଡିଆ ଗେଟ ସ୍ଥିତ ଅମର ଯବାନ ଜ୍ୟୋତିକୁ ନଯାଇ ଶହୀଦଙ୍କ ପାଇଁ ତିଆରି ହୋଇଥିବା ରାଷ୍ଟ୍ରୀୟ ସ୍ମାରକ ପୀଠକୁ ଯାଇଥିଲେ ପ୍ରଧାନମନ୍ତ୍ରୀ। ସେଠାରେ ଶହୀଦଙ୍କୁ ସମ୍ମାନ ଜଣାଇବା ସହିତ ଶ୍ରଦ୍ଧାଞ୍ଜଳୀ ଦେଇଥିଲେ। ଏହି ଅବସରରେ ଦେଶ ପ୍ରଥମ ସିଡିଏସଙ୍କ ସହିତ ତିନି ସେନାର ପ୍ରମୁଖ ଉପସ୍ଥିତ ଥିଲେ।
୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ଶହୀଦଙ୍କୁ ମନେପକାଇବା ପାଇଁ ୧୯୭୨ରେ ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ ଜ୍ୟୋତି ସ୍ଥାପନ କରାଯାଇଥିଲା। ତିନି ସେନାର ପ୍ରମୁଖ ପୂର୍ବରୁ କିନ୍ତୁ ଅମର ଯବାନ ଜ୍ୟୋତି ନିକଟକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଉଥିଲେ। ଚଳିତଥର କିନ୍ତୁ ପ୍ରଥମ ଥର ପାଇଁ ତିନି ସେନାର ପ୍ରମୁଖ ରାଷ୍ଟ୍ରୀୟ ସ୍ମାରକୀ ପୀଠ ନିକଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।
୪୪ ଏକର ଜମିରେ ତିଆରି ହୋଇଛି ରାଷ୍ଟ୍ରୀୟ ସ୍ମାରକ ପୀଠ। ଏହି ପୀଠରେ ୪ଟି ଚକ୍ର ରହିଛି। ଅମର ଚକ୍ର, ବୀର ଚକ୍ର, ତ୍ୟାଗ ଚକ୍ର ଏବଂ ରକ୍ଷକ ଚକ୍ର ରହିଛି। ଏହି ସ୍ମାରକରେ ୨୫, ୯୪୨ ଯବାନଙ୍କ ନାମ ଗ୍ରାନାଇଟ ଉପରେ ଲିପିବଦ୍ଧ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।