ନୂଆଦିଲ୍ଲୀ: ବିଶ୍ୱର ଶକ୍ତିଶାଳୀ ନେତାଙ୍କ ମଧ୍ୟରେ ତୃତୀୟ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଛନ୍ତି। ଅନ୍ତର୍ଜାତୀୟ ସର୍ବେକ୍ଷଣ ସଂସ୍ଥା ଗାଲୋପ ଇଣ୍ଟରନ୍ୟାସନାଲ ପକ୍ଷରୁ ହୋଇଥିବା ସର୍ଭେରେ ଏହି ତଥ୍ୟ ଦର୍ଶାଯାଇଛି। ଗାଲୋପ ପକ୍ଷରୁ ବିଶ୍ୱର ୫୦ଟି ଦେଶକୁ ସର୍ଭେରେ ସାମିଲ କରାଯାଇଥିଲା। ଯେଉଁଥରେ ଚୀନ ରାଷ୍ଟ୍ରପତି ଜିନ୍ପିଙ୍ଗ୍, ଋ଼ଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍, ବିଟ୍ରେନ୍ ପ୍ରଧାନମନ୍ତ୍ରୀ ଥେରେସା ମେ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେନଜାମିନ୍ ନେତାନୟାହୁ ପ୍ରମୁଖଙ୍କୁ ସ୍ଥାନ ମିଳିଛି। ତେବେ ମୋଦି ବିଶ୍ୱର ଏହି ପ୍ରମୁଖ ଶକ୍ତିଶାଳୀ ବ୍ୟକ୍ତିତ୍ୱଙ୍କୁ ପଛରେ ପକାଇଛନ୍ତି। ସର୍ଭେର ପ୍ରଥମ ସ୍ଥାନରେ ଜର୍ମାନ ଚାନ୍ସେଲର ଆଞ୍ଜେଲା ମର୍କେଲ ଏବଂ ଦ୍ୱିତୀୟ ସ୍ଥାନରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାର୍କୋନ୍ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।