ନୂଆଦିଲ୍ଲୀ: କରୋନା ଲଢ଼େଇ ଭିତରେ ଆସନ୍ତା ୨୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ଏହି ଆଲୋଚନା ହେବ। ଦେଶରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଛି।
ମେ’ ୩ ତାରିଖ ରାତି ୧୨ଟାରେ ଏହି ଅବଧି ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଘୋଷଣା ହେବା ପରେ ଏହା ମୁଖ୍ୟମନ୍ତ୍ରୀମାନଙ୍କ ସହ ମୋଦିଙ୍କ ପ୍ରଥମ ବୈଠକ ହେବ। ଏହି ସମୟରେ ରାଜ୍ୟଗୁଡ଼ିକର କରୋନା ସ୍ଥିତି ଉପରେ ମୋଦି ସମସ୍ତଙ୍କ ସହ ଆଲୋଚନା କରିବେ।
ମେ’ ୩ ପରେ ଲକଡାଉନ ବଢ଼ିବ କି ନାହିଁ କିମ୍ବା କେଉଁ ସବୁ ଅଞ୍ଚଳରେ ଲକଡାଉନ ନିଷ୍ପତ୍ତି କୋହଳ ହେବ, ସେ ବିଷୟରେ ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ। ଏଥିସହ ଲକଡାଉନ ଯୋଗୁ ରାଜ୍ୟଗୁଡ଼ିକରେ ଲୋକମାନେ ଭୋଗୁଥିବା ସମସ୍ୟା ସମ୍ପର୍କରେ ମଧ୍ୟ ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।