ନୂଆଦିଲ୍ଲୀ: ‘ପ୍ରତିବନ୍ଧକ ଟପି ସଫଳତା ପାଇବା ହେଉଛି ଆମର ସଭ୍ୟତା। ଆଜିର ଶିକ୍ଷା ଆମକୁ ଆଗକୁ ବଢ଼ିବାକୁ ପ୍ରେରଣା ଯୋଗାଇବ। ଧୈର୍ଯ୍ୟ ନ ହରାଇ ସାହସୀ ହୁଅନ୍ତୁ। ପରିଶ୍ରମ ସଫଳ ହେବ, ଆଗାମୀ ଦିନରେ ଆମେ ଲକ୍ଷ୍ୟପଥରେ ନିଶ୍ଚୟ ପହଞ୍ଚିପାରିବା।’ ଚନ୍ଦ୍ର ଅଭିଯାନରେ ଯାଇଥିବା ଲ୍ୟାଣ୍ଡର ବିକ୍ରମ୍ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଭାଙ୍ଗି ପଡ଼ିଥିବା ଇସ୍ରୋ ବୈଜ୍ଞାନିକଙ୍କ ମନୋବଳ ବଢ଼ାଇବା ପାଇଁ ଏ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବେଙ୍ଗାଲୁରୁ ଇସ୍ରୋ ମୁଖ୍ୟାଳୟରୁ ଆଜି ସକାଳେ ଦେଶବାସୀଙ୍କୁ ସମ୍ବୋଧିତ କରିବା ବେଳେ ସେ ଏ କଥା କହିଥିଲେ।
ଇସ୍ରୋର ବୈଜ୍ଞାନିକମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଥିଲେ, ‘ଆପଣମାନେ ଦେଶବାସୀଙ୍କୁ ଗର୍ବିତ କରିବାକୁ ଜୀବନ ଉତ୍ସର୍ଗ କରିଛନ୍ତି। ମୁଁ ଆପଣମାନଙ୍କ ମନର ଭାବନାକୁ ଅନୁଭବ କରିପାରୁଛି। ଆମେ ଆମ ବୈଜ୍ଞାନିକଙ୍କ କାର୍ଯ୍ୟ ପାଇଁ ଗର୍ବିତ। ଆମେ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଛନ୍ତି, ହେଲେ ନିରାଶ ହୋଇନାହାନ୍ତି।’
ସେ ଆହୁରି କହିଥିଲେ,‘ଭାରତବାସୀ ଆପଣମାନଙ୍କ ସହ ରହିଛନ୍ତି। ଆମକୁ ସଫଳତା ନିଶ୍ଚିତ ମିଳିବ।’
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ହେବେ କଂଗ୍ରେସର ଅଳକା ଲାମ୍ବା
କଂଗ୍ରେସ ଦିଲ୍ଲୀର ଆଉ ୨୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିଛି। ଏହି ୨୭ ଜଣଙ୍କ ମଧ୍ୟରେ ଅଳକା ଲାମ୍ବାଙ୍କ ନାଁ ରହିଛି।
National
ଆତ୍ମହତ୍ୟା ଉଦ୍ୟମ ବେଳେ ଉଦ୍ଧାର ହୋଇଥିଲେ, କିନ୍ତୁ ଏବେ କୋର୍ଟ ଦେଲେ ମୃତ୍ୟୁଦଣ୍ଡ
ପ୍ରଥମେଶଙ୍କ ଉପରେ ତାଙ୍କ ୬୮ ବର୍ଷୀୟ ବାପା ଅଶିମ. ୬୦ ବର୍ଷୀୟ ମା’ ଶୁଭଦ୍ରା ଓ ବାହାଘର ପରେ ମଧ୍ୟ ଘରେ ରହୁଥିବା ୩୮ ବର୍ଷୀୟ ଭଉଣୀ ପଲ୍ଲବୀ ନିର୍ଭରଶୀଳ ଥିଲେ।
National
ନିର୍ବାଚନ ନିୟମରେ ସଂଶୋଧନ: ସୁପ୍ରିମକୋର୍ଟରେ ପହଞ୍ଚିଲା କଂଗ୍ରେସ
ନିର୍ବାଚନ କମିସନଙ୍କ ସୁପାରିସ ଆଧାରରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଶୁକ୍ରବାର ନିର୍ବାଚନ ପରିଚାଳନା ନିୟମ ୧୯୬୧ର ନିୟମ ୯୩(୨)(ଏ)ରେ ବଡ଼ ସଂଶୋଧନ କରିଥିଲେ।
National
୪ ଘଣ୍ଟାର ଜେରା ପରେ ଅଲ୍ଲୁ ଅର୍ଜୁନଙ୍କୁ ଛାଡ଼ିଲା ପୁଲିସ୍, ଏହି ସବୁ ପ୍ରଶ୍ନରେ କଲା ଘାଇଲା
ଦିନ ୧୧ଟାରୁ ଅଲ୍ଲୁ ଅର୍ଜୁନ ଥାନାରେ ପହଞ୍ଚିଥିବା ପରେ ତାଙ୍କୁ ଜେରା ଆରମ୍ଭ କରାଯାଇଥିଲା। ଏସିପି ରମେଶଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ପୁଲିସ୍ ଟିମ ଅଲ୍ଲୁଙ୍କୁ ଜେରା କରିଥିଲା।
National
ବସ୍ଙ୍କ ସହ ସମ୍ପର୍କ ରଖିବାକୁ ପତ୍ନୀଙ୍କୁ ବାଧ୍ୟ କଲେ, ମନା କରିବାରୁ...
ଚାକିରିରେ ଉନ୍ନତି ପାଇଁ ପତ୍ନୀଙ୍କୁ ନିଜ ବସ୍ଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ବ୍ୟକ୍ତିଜଣକ । ମାତ୍ର ପତ୍ନୀଜଣକ ପତିଙ୍କ ଏପରି ନିର୍ଦ୍ଦେଶକୁ ନ ମାନିବାରୁ ମିଳିଲା କଡ଼ା ଶାସ୍ତି।