ନୂଆଦିଲ୍ଲୀ: ବୁଧବାର ଦେଶବାସୀଙ୍କୁ ମିଶନ ଶକ୍ତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଉଦବୋଧନ ଆଚରଣ ବିଧି ଉଲ୍ଲଂଘନ କରୁନାହିଁ। ନିର୍ବାଚନ କମିଶନଙ୍କ ନିକଟରେ ବିରୋଧୀ ଆଚରଣ ବିଧି ଉଲ୍ଲଂଘନ କରୁଥିବା ଅଭିଯୋଗ ଆଣଥିଲେ। ଏହାପରେ ତଦନ୍ତ ପାଇଁ ଗଠିତ ହୋଇଥିବା ଟିମ୍ ତଦନ୍ତ କରି ଏହା କହିଛି। ପ୍ରଧାନମନ୍ତ୍ରୀ ଉଦବୋଧନ ଦେବା ବେଳେ କୌଣସି ଦଳ କିମ୍ବା ଭୋଟ ପାଇଁ ପ୍ରଚାର କରୁନଥିବା ତଦନ୍ତ କମିଟି ଜାଣିବାକୁ ପାଇଛି।
ସୂଚନାଯୋଗ୍ୟ, ବୁଧବାର ଦିନ ଡିଆରଡିଓର ବୈଜ୍ଞାନିକମାନେ ନିର୍ମାଣ କରିଥିବା ଆଣ୍ଟି ସ୍ୟାଟେଲାଇଟ୍ ମିସାଇଲ୍ ନିମ୍ନ ଭୂକକ୍ଷରେ ଅବସ୍ଥିତ ଏକ ସକ୍ରିୟ ସ୍ୟାଟେଲାଇଟକୁ ନଷ୍ଟ କରିଦେଇଛି। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ଘୋଷଣା କରିଥିଲେ। ତେବେ ନିର୍ବାଚନ ପୂର୍ବରୁ ଏଭଳି ଘୋଷଣାକୁ ବିରୋଧୀ ଦଳଗୁଡ଼ିକ ସହଜରେ ଗ୍ରହଣ କରିପାରିନଥିଲେ।
ଏମିତିକି ଏ ବାବଦରେ ପୂର୍ବତନ ନିର୍ବାଚନ କମିଶିନ ମଧ୍ଯ ନିଜ ପ୍ରତିକ୍ରିୟାରେ କହିଥିଲେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଆଚରଣ ବିଧି ଉଲ୍ଲଂଘନ କରୁ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।