ହାଇଦ୍ରାବାଦ: ତେଲେଙ୍ଗାନା ଓ ଛତିଶଗଡ଼ ସୀମାନ୍ତରେ ମଙ୍ଗଳବାର ପୋଲିସ୍-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।ପୋଲିସ୍ ଏନ୍କାଉଣ୍ଟରରେ ୮ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଘଟଣାସ୍ଥଳରୁ ଏକ-୪୭ ରାଇଫଲ୍ ସହ ବହୁ ମାରଣାସ୍ତ୍ର ଓ ମାଓ ସାମଗ୍ରୀ ଜବତ ହୋଇଛି।
ଏହି ଘଟଣା ପରେ ଛତିଶଗଡ ସୀମାନ୍ତ ମାଲକାନଗିରି ଜିଲ୍ଳାର ଜଙ୍ଗଲ ଅଞ୍ଚଳରେ କମ୍ୱିଂ ଅପରେସନ୍ ଜୋରଦାର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।