ନୂଆଦିଲ୍ଲୀ: ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ପଟେଲ ପ୍ଲାଷ୍ଟିକ୍ ବ୍ୟାନ୍କୁ ନେଇ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଐତିହ୍ୟ କୀର୍ତ୍ତିରାଜିର ୧୦୦ ମିଟର ପରିଧି ମଧ୍ୟରେ ସିଙ୍ଗିଲ ୟୁଜ୍ ପ୍ଲାଷ୍ଟିକ୍ ନିଷିଦ୍ଧ ହେବ। ଅର୍ଥାତ କୀର୍ତ୍ତିରାଜିକୁ ପ୍ଲାଷ୍ଟିକ୍ମୁକ୍ତ କରାଯିବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ସିଙ୍ଗିଲ ୟୁଜ୍ ପ୍ଲାଷ୍ଟିକ୍ରୁ ମୁକ୍ତ କରିବା ପାଇଁ ଘୋଷଣା କରିବା ପରେ ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ। ନୂଆଦିଲ୍ଲୀଠାରେ ‘ପର୍ଯ୍ୟଟନ ପର୍ବ’ ନାମକ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏପରି କହିଛନ୍ତି।
ସରକାର ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ସିଙ୍ଗିଲ ୟୁଜ୍ ପ୍ଲାଷ୍ଟିକ୍ ବ୍ୟବହାର ଉପରେ କଟକଣା ଲଗାଇବା ନେଇ ଯୋଜନା ବାବଦରେ କହିଛନ୍ତି। ୬ ପ୍ରକାର ଉତ୍ପାଦ ଏହା ଜରିଆରେ ବନ୍ଦ ହେବ। ତେବେ ବର୍ତ୍ତମାନ ଅର୍ଥନୀତିକ ମାନ୍ଦାବସ୍ଥା ମୁଣ୍ଡ ଟେକିଥିବାରୁ ଏହାର କେତେ ଦୂର ବାସ୍ତବ ରୂପ ନେବ ତାହା ଦେଖିବାକୁ ରହିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।