ବସ୍ତର:କାଜୁଆଲ୍ ପୋଷାକ ପାଇଁ ସରକାରୀ ଚେତାବନୀ ମିଳିଥିବା ଛତିଶଗଡ଼ ବସ୍ତର ଜିଲ୍ଲାପାଳ ଅମିତ କାଟାରିୟା ପ୍ରତିକିୟା ରଖିଛନ୍ତି। ସେ କହିଛନ୍ତି ୪୦ ଡିଗ୍ରୀ ତାପମାତ୍ରାରେ ବନ୍ଦଗଳା ଭଳି ସୁଟ ପିନ୍ଧିବା ସମ୍ଭବପର ନୁହେଁ। ସରକାରୀ ଚେତବନୀ ମିଳିବାପରେ ପ୍ରଥମ ଥର ପାଇଁ ଜିଲ୍ଲାପାଳ ପ୍ରତିକ୍ରିୟା ଦେଇଛନ୍ତି। କିଛି ବରିଷ୍ଠ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କୁ ହ୍ୱାଟ୍ସ ଆପ୍ ମାଧ୍ୟମରେ ସେ ଏହି ସ୍ପଷ୍ଟିକରଣ ଦେଇଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ "ମେ ମାସରେ ବସ୍ତର ଭଳି ସହରରେ ଅତ୍ୟଧିକ ଗରମ ହୋଇଥାଏ ଏବଂ ତାପମାତ୍ରା ସାଧାରଣତ ୪୦ ଡିଗ୍ରୀ ଉପରେ ରହିଥାଏ। ଏଭଳି ପରିସ୍ଥିତିରେ ବନ୍ଦଗଳା ପୋଷାକ ପିନ୍ଧି ସରକାରୀ ବନ୍ଦୋବସ୍ତର ତଦାରଖ କରିବା ସମ୍ଭବ ନୁହେଁ। ମୁଁ ଫର୍ମାଲ ଶାର୍ଟ, ପ୍ୟାଣ୍ଟ ଏବଂ ଜୋତା ପିନ୍ଧିଥିଲି, କୌଣସି ଟି-ଶର୍ଟ କିମ୍ୱା ଚପଲ ପିନ୍ଧିନଥିଲି ବୋଲି ପ୍ରତିକ୍ରିୟା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।
Politics
ତେଜିଲା ଆପ୍ ଓ ବିଜେପି ପୋଷ୍ଟର ୱାର: ଗାଲିବାଜ ଦାନବ ବନାମ ପୂର୍ବାଞ୍ଚଳର ଶତ୍ରୁ
ଆପ୍ ପକ୍ଷରୁ ଅତିରିକ୍ତ ଭାବେ ଜାରି କରାଯାଇଥିବା ପୋଷ୍ଟରର ଶୀର୍ଷକ ‘ବିଜେପି କେ ଗାଲିବାଜ ଦାନବ ସେ ଦିଲ୍ଲୀ ରହେ ସତର୍କ’ ରଖାଯାଇଛି। ଗାଲିବାଜ ଦାନବ ପୋଷ୍ଟରରେ ଅମିତ ଶାହ, ମନୋଜ ତିୱାରୀ, ରମେଶ ବିଧୁରୀ, ବୀରେନ୍ଦ୍ର ସଚଦେବା ଓ ପ୍ରବେଶ ବର୍ମାଙ୍କ ଫଟୋ ରହିଛି।