ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଆଜି ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ରାଜଘାଟର ଶକ୍ତିସ୍ଥଳରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ନିଜର ପ୍ରତିଭା, ଦକ୍ଷତା ଓ ଦୃଢ଼ ମନୋବଳ ପାଇଁ ସେ ସାରା ବିଶ୍ୱରେ ପରିଚିତ ଥିଲେ। ପ୍ରଧାନମନ୍ତ୍ରୀ ଥିଲାବେଳେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ପିଲାଟି ଦିନରୁ ଦେଶ ପ୍ରତି ତାଙ୍କର ଅଗାଧ ପ୍ରୀତି ଥିଲା। ଏପରିକି ଭାରତକୁ ବିଦେଶୀ ଶାସନ କବଳରୁ ମୁକ୍ତ କରିବା ପାଇଁ ସେ ବାନର ସେନା ଗଢ଼ିଥିଲେ। ପୈତୃକ ବାସଗୃହ ଆନନ୍ଦ ଭବନରେ ବିଭିନ୍ନ ରାଜନୈତିକ କାର୍ଯ୍ୟକ୍ରମ ଦେଖି ସେ ରାଜନୀତି ପ୍ରତି ଆକୃଷ୍ଟ ହୋଇଥିଲେ।
୧୯୮୪ ମସିହା ଅକ୍ଟୋବର ୩୧ରେ ଦେହରକ୍ଷୀର ଗୁଳିରେ ଇନ୍ଦିରାଙ୍କ ପରଲୋକ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।