ନୂଆଦିଲ୍ଲୀ: ଭାରତ ରତ୍ନ ତଥା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ କଂଗ୍ରେସର ଜାତୀୟ ମୁଖପାତ୍ର ଭାବେ ଆଗାମୀ ଦିନରେ କାର୍ଯ୍ୟ କରିବେ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏ ନେଇ ଅନୁମତି ଦେଇଛନ୍ତି। କଂଗ୍ରେସ ମୁଖପାତ୍ର ମୁଖ୍ୟ ରଣଦୀପ ସୁରଜଓ୍ୱାଲା ଏହି ସୂଚନା ଦେଇଛନ୍ତି।
ଶର୍ମିଷ୍ଠାଙ୍କ ସହିତ ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାରଙ୍କ ପୁଅ ଅଂଶୁଳ କୁମାର ମଧ୍ୟ କଂଗ୍ରେସର ଜାତୀୟ ମୁଖପାତ୍ର ହୋଇଛନ୍ତି। ଶର୍ମିଷ୍ଠା ଏବେ ଦିଲ୍ଲୀ ମହିଳା କଂଗ୍ରେସର ଅଧ୍ୟକ୍ଷ ରହିଛନ୍ତି। ଦଳ ତାଙ୍କ ଉପରେ ଏହି ଦାୟିତ୍ୱ ଦେଇଥିବାରୁ ସେ ଟୁଇଟ୍ କରି ଉଭୟ ସୋନିଆ ଗାନ୍ଧି ଏବଂ ରଣଦୀପ ସୁରଜଓ୍ୱାଲାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।
Politics
ତେଜିଲା ଆପ୍ ଓ ବିଜେପି ପୋଷ୍ଟର ୱାର: ଗାଲିବାଜ ଦାନବ ବନାମ ପୂର୍ବାଞ୍ଚଳର ଶତ୍ରୁ
ଆପ୍ ପକ୍ଷରୁ ଅତିରିକ୍ତ ଭାବେ ଜାରି କରାଯାଇଥିବା ପୋଷ୍ଟରର ଶୀର୍ଷକ ‘ବିଜେପି କେ ଗାଲିବାଜ ଦାନବ ସେ ଦିଲ୍ଲୀ ରହେ ସତର୍କ’ ରଖାଯାଇଛି। ଗାଲିବାଜ ଦାନବ ପୋଷ୍ଟରରେ ଅମିତ ଶାହ, ମନୋଜ ତିୱାରୀ, ରମେଶ ବିଧୁରୀ, ବୀରେନ୍ଦ୍ର ସଚଦେବା ଓ ପ୍ରବେଶ ବର୍ମାଙ୍କ ଫଟୋ ରହିଛି।