ବିଗୁଡ଼ୁଛି ପ୍ରଣବ ଦା’ଙ୍କ ସ୍ୱାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଅବସ୍ଥା ବିଗିଡ଼ିବାରେ ଲାଗିଛି ଓ ଗତକାଲି ଠାରୁ ସେ ଭେଣ୍ଟିଲେଟରରେ ରହିଛନ୍ତି। ନୂଆଦିଲ୍ଲୀରେ ଥିବା ଆର୍ମି ରିସର୍ଚ୍ଚ ଓ ରେଫରାଲ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୮୪ ବର୍ଷୀୟ ସୋମବାର ଗୁରୁତର ଅବସ୍ଥାରେ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଠାରେ ତାଙ୍କର ବ୍ରେନ ସର୍ଜରୀ କରାଯାଇଥିଲା। ଏଥିସହ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟର ରଖାଯାଇଛି। ହସ୍ପିଟାଲ ପକ୍ଷରୁ […]

yu

yu

Hemant Lenka
  • Published: Tuesday, 11 August 2020
  • Updated: 11 August 2020, 08:54 PM IST

Sports

Latest News

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଅବସ୍ଥା ବିଗିଡ଼ିବାରେ ଲାଗିଛି ଓ ଗତକାଲି ଠାରୁ ସେ ଭେଣ୍ଟିଲେଟରରେ ରହିଛନ୍ତି। ନୂଆଦିଲ୍ଲୀରେ ଥିବା ଆର୍ମି ରିସର୍ଚ୍ଚ ଓ ରେଫରାଲ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୮୪ ବର୍ଷୀୟ ସୋମବାର ଗୁରୁତର ଅବସ୍ଥାରେ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

ଏଠାରେ ତାଙ୍କର ବ୍ରେନ ସର୍ଜରୀ କରାଯାଇଥିଲା। ଏଥିସହ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟର ରଖାଯାଇଛି।

ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଆସୁନାହିଁ। ପୂର୍ବଭଳି ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେ ଏବେ ବି ଭେଣ୍ଟିଲେଟରରେ ରହିଛନ୍ତି।

କିଛି ଦିନ ତଳେ ପ୍ରଣବ ମୁଖାର୍ଜୀ ତାଙ୍କ ଘରର ବାଥରୁମରେ ପଡ଼ି ଯାଇଥିଲେ। ଏହି ସମୟରେ ତାଙ୍କ ମୁଣ୍ଡରେ ବ୍ଲଡ କ୍ଲଟ କରିଯାଇଥିଲା। ଏହି କାରଣରୁ ସେ ସୋମବାର ବ୍ରେନ ସର୍ଜରୀ ପାଇଁ ଆର୍ମି ହସ୍ପିଟାଲକୁ ଆସିଥିଲେ। ଏଠାରେ ତାଙ୍କର କରୋନା ଟେଷ୍ଟ କରାଯିବାରୁ ଏହା ପଜିଟିଭ ଆସିଥିଲା। ଏନେଇ ଗତକାଲି ପ୍ରଣବ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story