ନୂଆଦିଲ୍ଲୀ: ଶୁକ୍ରବାର କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ଜନ୍ମ ଦିନ। ୨୦୦୪ରେ ସକ୍ରିୟ ରାଜନୀତିରେ ପ୍ରବେଶ କରିବା ପରେ ପ୍ରଥମଥର ରାହୁଲ ଗାନ୍ଧୀ ଭାରତରେ ଜନ୍ମ ଦିନ ପାଳନ କରିବେ ।
ସୂଚନାନୁସାରେ କଂଗ୍ରେସର କର୍ମକର୍ତ୍ତାମାନେ ରାହୁଲଙ୍କ ତୁଗଲକ୍ ରୋଡ ସ୍ଥିତ ବାସଭବନରେ ୪୫ କେଜିର ଏକ କେକ୍ କଟାଯିବାର କାର୍ଯ୍ୟକ୍ରମ ରହିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଟ୍ୱି କରି ରାହୁଲଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି।
ଅନ୍ୟପକ୍ଷରେ ରାହୁଲ ଗାନ୍ଧୀ ୨୦୦୪ ରୁ ୨୦୧୪ ଯାଏଁ ତାଙ୍କ ଜନ୍ମ ଦିନ ବିଦେଶରେ ପାଳନ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।