ନୂଆଦିଲ୍ଲୀ: ବିଶ୍ୱ ହିନ୍ଦୁ ପରିଷଦର ଅନ୍ତର୍ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରବୀଣ ତୋଗାଡ଼ିଆଙ୍କୁ ବିଳମ୍ବିତ ରାତିରେ ଖୋଜି ପାଇଛି ପୋଲିସ। ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଅହମଦାବାଦ୍ର ସାହିବାଗ୍ ଅଞ୍ଚଳର ଚନ୍ଦ୍ରମଣି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ୍ ଏହି ଘଟଣାର ତଦନ୍ତ ଚଳାଇଛି। ତୋଗାଡ଼ିଆ ନିଖୋଜ ହେବା ନେଇ ସୋମବାର ଦିନ ତମାମ ହୋ ହୋଲ୍ଲା ପରେ ଶେଷରେ ତାଙ୍କ ସନ୍ଧାନ ମିଳିଯାଇଛି। ରକ୍ତ ଶର୍କରା କମିଯିବାରୁ ସେ ଚେତାଶୂନ୍ୟ ହୋଇଯାଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ଆକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହା ପୂର୍ବରୁ ପ୍ରବୀଣ ଭାଇ ତୋଗାଡ଼ିଆ ନିଖୋଜ ହୋଇଯାଇ ଥିବା କହିଥିଲା ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍ପି)। ରାଜସ୍ଥାନ ପୋଲିସ୍ ଏକ ଘଟଣାରେ ତୋଗାଡ଼ିଆଙ୍କୁ ଭିଏଚ୍ପି ମୁଖ୍ୟ କାର୍ଯ୍ୟାଳୟରୁ ନେଇ ଅଟକ ରଖିଥିଲା ବୋଲି ସଂଗଠନ ଅଭିଯୋଗ କରିଥିଲା। କିନ୍ତୁ ପୋଲିସ୍ ଏହାକୁ ଅସ୍ୱୀକାର କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।