ନୂଆବର୍ଷରେ ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଇଂରାଜୀ ନବବର୍ଷ ୨୦୧୭ ଉପଲକ୍ଷେ ଆଜି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ୱପ୍ନର ଭାରତ ଗଠନ ପାଇଁ ହାତ ମିଳାଇବାକୁ ରାଷ୍ଟ୍ରପତି ଆହ୍ୱାନ ଦେଇଛନ୍ତି। ସ୍ୱଚ୍ଛ ଓ ପ୍ରଦୂଷଣମୁକ୍ତ ଭାରତ ପାଇଁ ସଂକଳ୍ପ ନେବାକୁ ସେ ଆହ୍ୱାନ ଦେଇଛନ୍ତି। ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।

pranab

Rakesh Mallick
  • Published: Sunday, 01 January 2017
  • , Updated: 01 January 2017, 10:46 AM IST

ନୂଆଦିଲ୍ଲୀ: ଇଂରାଜୀ ନବବର୍ଷ ୨୦୧୭ ଉପଲକ୍ଷେ ଆଜି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସ୍ୱପ୍ନର ଭାରତ ଗଠନ ପାଇଁ ହାତ ମିଳାଇବାକୁ ରାଷ୍ଟ୍ରପତି ଆହ୍ୱାନ ଦେଇଛନ୍ତି। ସ୍ୱଚ୍ଛ ଓ ପ୍ରଦୂଷଣମୁକ୍ତ ଭାରତ ପାଇଁ ସଂକଳ୍ପ ନେବାକୁ ସେ ଆହ୍ୱାନ ଦେଇଛନ୍ତି।

ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।

Related story