ଭୁବନେଶ୍ୱର: ଅଲ ଇଣ୍ଡିଆ ପ୍ରି ମେଡିକାଲ ଟେଷ୍ଟ ବା ଏଆଇପିଏମଟି ପ୍ରବେଶିକାର ପୁନଃପରୀକ୍ଷା ସମୟସୀମା ବୃଦ୍ଧି କରିଛନ୍ତି ସୁପ୍ରିମକୋର୍ଟ। ଏଥି ସହିତ ଆସନ୍ତା ଅଗଷ୍ଟ ୧୭ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସିବିଏସ୍ଇକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହି ମାମଲାରେ ଜୁଲାଇ ୧୫ ସୁଦ୍ଧା ପରୀକ୍ଷା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ସମୟ ସୀମା ମଧ୍ୟରେ ପରୀକ୍ଷା ପରିଚାଳନା କରିବା ଅସମ୍ଭବ ଦର୍ଶାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ସିବିଏସ୍ଇ । ପରୀକ୍ଷା କରିବା ଲାଗି ଅତିକମରେ ୩ ମାସ ସମୟ ମାଗି ସିବିଏସ୍ଇ କୋର୍ଟରେ ଆବେଦନ କରିଥିଲା । ସର୍ବୋଚ୍ଚ ଅଦାଲତ ବୋର୍ଡର ପିଟିସନକୁ ଗ୍ରହଣ କରି ଶୁକ୍ରବାର ଏହି ରାୟ ଦେଇଛନ୍ତି।।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆତଙ୍କବାଦୀ ଠାରୁ ଅର୍ଥନୀତିକ ଅପରାଧୀ: କେବେ ଭାରତ ଫେରିବେ ଏହି ୫ ପଳାତକ?
ରାଣା ବ୍ୟତୀତ ଭାରତରେ ଅପରାଧ ଘଟାଇ ବିଦେଶ ଫେରାର ହୋଇଯାଇଥିବା ଆଉ କିଛି ପଳାତକଙ୍କୁ ମଧ୍ୟ ନୂଆଦିଲ୍ଲୀ ଏଠାକାର ନ୍ୟାୟିକ ପ୍ରକ୍ରିୟାରେ ସାମିଲ କରିବାକୁ ଉଦ୍ୟମ ଜାରି ରଖିଛି।
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।