କାବୁଲ: ପୂର୍ବ ଆଫଗାନିସ୍ତାନରେ ବୋମା ବିସ୍ଫୋରଣ ଘଟି ୨୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଆହତ ହୋଇଛନ୍ତି। ରବିବାର ରାତିରେ କୋଷ୍ଟ ସହରର ଚେକପୋଷ୍ଟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ ଯୋଗୁ ଚେକପୋଷ୍ଟରେ ଏକାଧିକ ଯାନବାହନ ଅଟକି ରହିଥିଲା ବୋଲି ସ୍ଥାନୀୟ ପୋଲିସ ସୂଚନା ଦେଇଛି ।
ସେହିପରି ୨୦୦୯ ମସିହାରେ ବେଶ କ୍ୟାମ୍ପ ଉପରେ କୁଏଡ ଟାଗ୍ରେଟ କରି ତାଲିବାନ ଆତଙ୍କୀ ବଡ ଧରଣର ବିସ୍ଫୋରଣ କରିଥିଲେ । ଏହି ବିସ୍ଫୋରଣରେ କୁଏଡ୍ ଇଣ୍ଟେଲିଜେନସି ଅଫିସରଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।