ନୂଆଦିଲ୍ଲୀ: ୟୁପିରେ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଅଧ୍ୟକ୍ଷ ଅମିତ ସାହା ତାଙ୍କ ଦଳ ଜିତିବ ବୋଲି ପୂର୍ବାନୁମାନ କରିଛନ୍ତି। ସେ ଏକ ସାକ୍ଷାତକାରରେ କହିଛନ୍ତି, “ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଲଢେଇ ବିଜେପି ଓ ସମାଜବାଦ ପାର୍ଟି ମଧ୍ୟରେ ହେବ। ଏଥିରେ ବିଜେପି ବାଜି ମାରିବ।”
ସେ କହିଛନ୍ତି, “ଏହି ନିର୍ବାଚନରେ ବିକାଶ ମୁଖ୍ୟ ଅସ୍ତ୍ର ହେବ। ଉତ୍ତରପ୍ରଦେଶର ଜନତାମାନେ ବିଜେପିକୁ ପସନ୍ଦ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁକରଣରେ ଦଳ ଯୁପିର ବିକାଶ ପାଇଁ ସନ୍ଦେଶ ନେଇ ଯିବ।”
ଶାହା କହିଛନ୍ତି, “ଗୁଜରାଟରେ ଦଳିତ ଲୋକମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ରାଜନୀତି ପ୍ରଣୋଦିତ। ବିଶ୍ୱବିଦ୍ୟାଳୟରେ ଯୁବକ ଯୁବତୀମାନେ ଅନ୍ଦୋଳନ କରୁଛନ୍ତି। ଏହାକୁ ରାଜନୀତି ପ୍ରଣୋଦିତ କରାଯାଇ ବଢ଼ାଇ ଦିଆଯାଉଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ପି. ପଟେଲଙ୍କ ସହ ମୋର ଭଲ ସଂପର୍କ ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।