ଚଣ୍ଡିଗଡ: କରୋନା ଭାଇରସର ମୁକାବିଲା କରିବାକୁ ଯାଇ ପଞ୍ଜାବ ସରକାର ସୋମବାରଠୁ ରାଜ୍ୟରେ କର୍ଫ୍ୟୁ ଲାଗୁ କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ପଞ୍ଜାବ ଏହି କର୍ଫ୍ୟୁ ଲାଗୁ କରିଛି। ମୁଖ୍ୟ ଶାସନ ସଚିବ ଏବଂ ଡିଜିପିଙ୍କ ସହିତ ସମୀକ୍ଷା ବୈଠକ କରିବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ କର୍ଫ୍ୟୁ ଲାଗୁ କରିଛନ୍ତି।
ଅନେକ ରାଜ୍ୟ ଯଦିଓ ଲକ୍ ଡାଉନ୍ କରିଛନ୍ତି, ହେଲେ ଅନେକ ଏହି ସମୟରେ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ଏହାପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ କର୍ଫ୍ୟୁ ଲାଗୁ କରିଛନ୍ତି ବୋଲି ଜଣେ ସରକାରୀ ଅଧିକାରୀ ଏହି ସୂଚନା ଦେଇଛନ୍ତି।
ଖୁବଶୀଘ୍ର ଡେପୁଟି କମିଶନରଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଜାରି କରିବାକୁ କୁହାଯାଇଛି ବୋଲି ସରକାରଙ୍କ ମୁଖପାତ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।