ପଞ୍ଜାବରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶରୀରରୁ କରୋନା ଠାବ

ଅମୃତସର: ଦୁଇ ସପ୍ତାହ ତଳେ ଜର୍ମାନୀରୁ ଇଟାଲୀ ଦେଇ ଭାରତର ପଞ୍ଜାବ ଫେରିଥିବା ଜଣେ ୭୨ ବର୍ଷୀୟ ବ୍ୟକ୍ତି ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପ୍ରାଣ ହରାଇଛନ୍ତି। ତେବେ ତାଙ୍କ ମୃତ୍ୟୁ ପରେ ତାଙ୍କ ଶରୀରରେ କରୋନା ଭୂତାଣୁ ଥିଲା କି ନାହିଁ, ତା’ର ପରୀକ୍ଷା କରାଯାଇଥିଲା। ପରୀକ୍ଷା ପରେ ସେ କରୋନା ଭାଇରସରେ ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଛି। ପୋଷ୍ଟଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଓ ରିସର୍ଚ୍ଚର ନିର୍ଦ୍ଦେଶକ ଜଗତା ରାମ କହିଛନ୍ତି, […]

u

u

Hemant Lenka
  • Published: Thursday, 19 March 2020
  • Updated: 19 March 2020, 03:59 PM IST

Sports

Latest News

ଅମୃତସର: ଦୁଇ ସପ୍ତାହ ତଳେ ଜର୍ମାନୀରୁ ଇଟାଲୀ ଦେଇ ଭାରତର ପଞ୍ଜାବ ଫେରିଥିବା ଜଣେ ୭୨ ବର୍ଷୀୟ ବ୍ୟକ୍ତି ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପ୍ରାଣ ହରାଇଛନ୍ତି। ତେବେ ତାଙ୍କ ମୃତ୍ୟୁ ପରେ ତାଙ୍କ ଶରୀରରେ କରୋନା ଭୂତାଣୁ ଥିଲା କି ନାହିଁ, ତା’ର ପରୀକ୍ଷା କରାଯାଇଥିଲା।

ପରୀକ୍ଷା ପରେ ସେ କରୋନା ଭାଇରସରେ ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଛି। ପୋଷ୍ଟଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଓ ରିସର୍ଚ୍ଚର ନିର୍ଦ୍ଦେଶକ ଜଗତା ରାମ କହିଛନ୍ତି, “ବୁଧବାର ବାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରରେ ଜଣେ ୭୨ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।

ତାଙ୍କର ଛାତି ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ତାଙ୍କର କରୋନା ଭାଇରସ ପରୀକ୍ଷା କରାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏଥିସହ ସେ ଉଚ୍ଚ ରକ୍ତ ଚାପ ଓ ମଧୁମେହ ରୋଗରେ ବି ପୀଡ଼ିତ ଥିଲେ।”

ବ୍ୟକ୍ତି ଜଣଙ୍କ କରୋନାରେ ଆକ୍ରାନ୍ତ ଥିବାରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ବ୍ୟକ୍ତି ଜଣଙ୍କ କେମିତି ପ୍ରାଣ ହରାଇଛନ୍ତି ସେ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story