ଇସ୍ତାନବୁଲ: କୁର୍ଦ୍ଦିଶ ଆତଙ୍କୀଙ୍କ ସହ ଘମାଘୋଟ ଯୁଦ୍ଧରେ ୮ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି ବୋଲି ତୁର୍କୀ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ଶନିବାର ଗଭର୍ଣ୍ଣର କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ବିଛିର୍ଣ୍ଣତାବାଦୀ ଆତଙ୍କବାଦୀ ସଂଗଠନ ବିପକ୍ଷରେ ଏହି ଅପରେସନ୍ କରାଯାଇଥିଲା। ତୁର୍କୀ ପକ୍ଷରୁ ଏହାକୁ କୁର୍ଦ୍ଦିସ୍ତାନ ୱାର୍କର୍ସ ପାର୍ଟି ଅବା ପିକେକେ ବୋଲି ବର୍ଣ୍ଣନା କରାଯାଇଛି।
ଶୁକ୍ରବାର ଦିନ କରାଯାଇଥିବା ଏହି ଅପରେସନ୍ରେ ତାନ୍ଦୁରେକ୍ ପାହାଡ଼ମାଳାର ପାଖାପାଖି ୧୧ ଜଣ ଆତଙ୍କୀ ନିହତ ହୋଇଛନ୍ତି।
ଦୀର୍ଘବର୍ଷ ହେବ ତୁର୍କୀ ଓ ପିକେକେ ମଧ୍ୟରେ ବିବାଦ ଯୋଗୁଁ ୪୦,୦୦୦ ଲୋକ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।