ଇସଲାମ୍ବାଦ: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର ରାଜଧାନୀ କ୍ୱେଟାର ଏକ ସରକାରୀ ହସ୍ପିଟାଲରେ ସୋମବାର ସକାଳେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୫୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବୋମା ବିସ୍ଫୋରଣ ପରେ ଘଟଣାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ଏହି ବିସ୍ଫୋରଣର କିଛି ଘଣ୍ଟା ପୂର୍ବରୁ ବେଲୁଚିସ୍ତାନର ବାର୍ ଆସୋସିଏସନ୍ର ଅଧ୍ୟକ୍ଷ ବିଲାଲ୍ ଅନବର୍ କାସୀଙ୍କୁ କିଛି ଅଜଣା ବ୍ୟକ୍ତି ଗୁଳି କରି ହତ୍ୟା କରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଆତଙ୍କୀ ସଙ୍ଗଠନ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରି ନାହାନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ ସରିଫ୍ କ୍ୱେଟା ବିସ୍ଫୋରଣକୁ ନିନ୍ଦା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।