ଶପଥ ନେଲେ ଲଦାଖର ପ୍ରଥମ ଉପରାଜ୍ୟପାଳ

ଶ୍ରୀନଗର: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଆଜି ଶପଥ ନେଇଛନ୍ତି। ଜମ୍ମୁ-କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଆରକେ ମାଥୁରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆରେ କେ ମାଥୁର ତ୍ରିପୁରାର ୧୯୭୭ ବ୍ୟାଚର ଅବସରପ୍ରାପ୍ତ ଆଇଏଏସ ଅଫିସର ଏବଂ କେନ୍ଦ୍ରରେ ରକ୍ଷା ସଚିବ ଭାବରେ ଦାୟିତ୍ୱ ତୁଲାଇ ସାରିଛନ୍ତି। ସେହିପରି ଆଇଏଏସ ଅଧିକାରୀ ଉମଙ୍ଗ ନରୁଲା ଲଦାଖ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଏସ୍‌ଏସ୍‌ […]

rk mathur(1)

rk mathur(1)

Subhransu Sekhar
  • Published: Thursday, 31 October 2019
  • Updated: 31 October 2019, 09:33 AM IST

Sports

Latest News

ଶ୍ରୀନଗର: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଆଜି ଶପଥ ନେଇଛନ୍ତି। ଜମ୍ମୁ-କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଆରକେ ମାଥୁରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆରେ କେ ମାଥୁର ତ୍ରିପୁରାର ୧୯୭୭ ବ୍ୟାଚର ଅବସରପ୍ରାପ୍ତ ଆଇଏଏସ ଅଫିସର ଏବଂ କେନ୍ଦ୍ରରେ ରକ୍ଷା ସଚିବ ଭାବରେ ଦାୟିତ୍ୱ ତୁଲାଇ ସାରିଛନ୍ତି। ସେହିପରି ଆଇଏଏସ ଅଧିକାରୀ ଉମଙ୍ଗ ନରୁଲା ଲଦାଖ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଏସ୍‌ଏସ୍‌ ଖଣ୍ଡାରେଙ୍କୁ ଲଦାଖ ପୁଲିସ୍‌ ମୁଖ୍ୟ ଭାବେ ନିଯୁକ୍ତି ମିଳିଛି।

ଆଉ କିଛି ସମୟ ପରେ ଜମ୍ମୁ କଶ୍ମୀରର ଉପରାଜ୍ୟପାଳ ଭାବରେ ଶପଥ ନେବେ ଓଡ଼ିଆ ଆଇଏଏସ୍‌ ଗିରୀଶ ଚନ୍ଦ୍ର ମୁର୍ମୁ। ଶ୍ରୀନଗରରେ ଜମ୍ମୁ କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ମୟୂରଭଞ୍ଜ ବେତନଟୀରେ ଜନ୍ମିତ ଏହି ଓଡ଼ିଆ ପୁଅ ଭାରତର ଭୂସ୍ୱର୍ଗ କୁହାଯାଉଥିବା ଜମ୍ମୁ କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ଶପଥ ନେବାକୁ ଯାଉଛନ୍ତି।

ଆଜି ମଧ୍ୟରାତ୍ରିରୁ ଜମ୍ମୁ ଓ କଶ୍ମୀର ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହୋଇଛି। ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ କଶ୍ମୀରକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦେଉଥିବା ଧାରା ୩୭୦କୁ ଉଚ୍ଛେଦ କରିଥିଲେ। ଏହାପରେ ଅକ୍ଟୋବର ୩୧ରୁ ଜମ୍ମୁ କଶ୍ମୀର ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ କଶ୍ମୀର ଓ ଲଦାଖ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story