ନୂଆଦିଲ୍ଲୀ: କଂଗ୍ରେସ ଉପ-ସଭାପତି ରାହୁଲ ଗାନ୍ଧି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, କୌଣସି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ନିକଟରେ ସବିଶେଷ ତଥ୍ୟ ରହୁ ନାହିଁ। କେରଳ କଂଗ୍ରେସର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଥିଲେ।
ରାହୁଲ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ରାଜନୀତି ଏକ ଇଭେଣ୍ଟ୍। ତାଙ୍କ ମୁଣ୍ଡକୁ ଗୋଟିଏ ବୁଦ୍ଧି ଜୁଟେ। ତାହାକୁ ସେ ଗଣମାଧ୍ୟମ ମାଧ୍ୟମରେ ସେଲିବ୍ରେଟ୍ କରନ୍ତି। ତା’ପରେ ସେ ଅନ୍ୟ ଏକ ଯୋଜନା ପ୍ରସ୍ତୁତ କରନ୍ତି। ତାଙ୍କ ବିଚାର କେବେ ବି ବାସ୍ତବ ରୂପ ନେଇ ନାହିଁ। ତାଙ୍କ ବିଚାରରୁ ଦେଶର ସାଧାରଣ ଲୋକଙ୍କୁ କୌଣସି ସୁଫଳ ମିଳେ ନାହିଁ।
ତିରୁଅନନ୍ତପୁରମ୍ରେ କେରଳ ପିସିସି ଏକ୍ଜିକ୍ୟୁଟିଭ୍ ମିଟିଙ୍ଗରେ ରହୁଲ କହିଥିଲେ, ବିହାରରେ ବିଜେପିକୁ ଆମେ ହରାଇବାରେ ସଫଳ ହୋଇଛୁ। ଯେତେବେଳେ ବିହାର ବିଧାନସଭା ଫଳାଫଳ ଆସିଲେ ସେତେବେଳେ ସମସ୍ତେ ହତଚକିତ ହୋଇଗଲେ। କଂଗ୍ରେସ ଏକ ପରିବାର ଭଳି। ଆମକୁ ଏକାଠି ମିଶି କାମ କରିବାକୁ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।