ନୂଆଦିଲ୍ଲୀ: ରାହୁଲ ଗାନ୍ଧି କଂଗ୍ରେସ ସଭାପତି ହେବା ନେଇ ପାରିତ ହୋଇଛି ପ୍ରସ୍ତାବ। ଦିଲ୍ଲୀ କଂଗ୍ରେସ କମିଟି ପକ୍ଷରୁ ଆଜି ଏନେଇ ଏକ ପ୍ରସ୍ତାବକୁ ଉପସ୍ଥାପନ କରାଯାଇଛି ।ଯାହାକୁ ନେଇ ଚଳଚଞ୍ଚଳ କଂଗ୍ରେସ ଶିବିର। ଅପୂର୍ବରୁ ବିଭିନ୍ନ ମହଳରୁ ଦଳର ମଙ୍ଗ ରାହୁଲଙ୍କୁ ଦିଆଯାଉ ବୋଲି ସ୍ୱର ଉଠିଥିଲା। ରାଜସ୍ଥାନ ପିସିସି ସଭାପତି ସଚିନ ପାଇଲଟ ରାହୁଲଙ୍କୁ ଦଳର ସଭାପତି ଦାୟିତ୍ୱ ଦିଆଯିବା ନେଇ ଆଭାସ ଦେଇ ସାରିଛନ୍ତି।
ଅନ୍ୟପଟେ ଆମେରିକା ଗସ୍ତ ବେଳେ ଦଳର ଉପସଭାପତି ରାହୁଲ ଗାନ୍ଧି ସଭାପତି ପଦ ଦାୟିତ୍ୱ ନେବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ବି କହିଥିଲେ। ଅଳ୍ପ କିଛି ଦିନ ମଧ୍ୟରେ କଂଗ୍ରେସ ସଭାପତି ପଦ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯିବ।
ତେବେ ଦଳରେ ଏକତରଫା ରାହୁଲଙ୍କୁ ସମର୍ଥନ ଏନେଇ ସ୍ପଷ୍ଟ ଇଙ୍ଗିତ କରୁଛି ଯେ, ପରବର୍ତ୍ତି ସଭାପତି ବନିପାରନ୍ତି ରାହୁଲ ଗାନ୍ଧି । ବର୍ତ୍ତମାନ ସୋନିଆ ଗାନ୍ଧି ଦଳର ସବୁଠାରୁ ଅଧିକ ସମୟ ଧରି ସଭାପତି ଭାବେ କାର୍ଯ୍ୟ କରି ଆସୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆତଙ୍କବାଦୀ ଠାରୁ ଅର୍ଥନୀତିକ ଅପରାଧୀ: କେବେ ଭାରତ ଫେରିବେ ଏହି ୫ ପଳାତକ?
ରାଣା ବ୍ୟତୀତ ଭାରତରେ ଅପରାଧ ଘଟାଇ ବିଦେଶ ଫେରାର ହୋଇଯାଇଥିବା ଆଉ କିଛି ପଳାତକଙ୍କୁ ମଧ୍ୟ ନୂଆଦିଲ୍ଲୀ ଏଠାକାର ନ୍ୟାୟିକ ପ୍ରକ୍ରିୟାରେ ସାମିଲ କରିବାକୁ ଉଦ୍ୟମ ଜାରି ରଖିଛି।
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।