ନୂଆଦିଲ୍ଲୀ: ଚାଷୀ ଆନ୍ଦୋଳନକୁ ନେଇ ଗୋଟିଏ ପଟେ ଚାଷୀ ସଂଗଠନ ଓ ସରକାରଙ୍କ ସହ ଆଲୋଚନା ପ୍ରକ୍ରିୟା ଚାଲିଛି। ଅନ୍ୟପଟେ ଶାସକ ଦଳ ବିଜେପି ଏବଂ ବିରୋଧୀ ମଧ୍ୟରେ ରାଜନୀତିକ ବାକ୍ ଯୁଦ୍ଧ ଚାଲିଛି। କେଉଁ ଉଦ୍ଦେଶ୍ୟରେ ଚାଷୀଙ୍କୁ ରାହୁଲ୍ ସମର୍ଥନ କରୁଛନ୍ତି ବୋଲି ବିଜେପି ଆଜି ପ୍ରଶ୍ନ କରିଛି।
ରାହୁଲ୍ ଯେଉଁ ଏପିଏମସି ଆକ୍ଟ କଥା କହୁଛନ୍ତି ତାହା କେରଳରେ ନାହିଁ। ରାହୁଲ୍ କେରଳ ଓ୍ୱାଏନାଡର ସାଂସଦ। କେରଳରେ ଏପିଏମସି ଆକ୍ଟ ନାହିଁ। ତେଣୁ ଚାଷୀଙ୍କ ପାଇଁ ସେ କାହିଁକି ସ୍ୱର ଉତ୍ତୋଳନ କରୁନାହାନ୍ତି ବୋଲି ବିଜେପି ସାଂସଦ ସୁଧାଂଶୁ ତ୍ରିଦେବୀ ପ୍ରଶ୍ନ କରିଛନ୍ତି। ତେଣୁ ଏବେ ରାହୁଲ୍ ଚାଷୀଙ୍କ ପାଇଁ କେଉଁ ଉଦ୍ଦେଶ୍ୟରେ ମିଶୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ତିନୋଟି କୃଷି ଆଇନ୍ ଆଣିଛନ୍ତି। ଏହାକୁ ବିରୋଧ କରି ଚାଷୀ ଏବେ ଆନ୍ଦୋଳରେ ବସିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।