ଚେନ୍ନାଇ: ମାର୍ଚ୍ଚ ୧୩ରେ ଚେନ୍ନାଇ ସ୍ଥିତ ଷ୍ଟେଲା ମ୍ୟାରିଜ କଲେଜରେ ଛାତ୍ରଛାତ୍ରୀଙ୍କ ସହ ରାହୁଲଗାନ୍ଧୀ କରିଥିବା ସଭା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରୁନାହିଁ। ନିର୍ବାଚନ କମିଶନ ତାମିଲନାଡ଼ୁ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଏହା କହିଛନ୍ତି।
ଛାତ୍ରଛାତ୍ରୀଙ୍କ ସହ ଆଲୋଚନା ବେଳେ ନିଜର ବକ୍ତବ୍ଯ ରଖିଥିଲେ ରାହୁଲ ଗାନ୍ଧୀ ତେଣୁ ଏହା ଆଚରଣ ବିଧି ଉଲ୍ଲଂଘନ ନୁହେଁ ବୋଲି ତାମିଲନାଡ଼ୁ ନିର୍ବାଚନ ଅଧିକାରୀ ସତ୍ଯବ୍ରତ ସାହୁ କହିଛନ୍ତି। ଜିଲ୍ଲା ପ୍ରଶାସନ ଏ ବାବଦରେ ପୂର୍ବରୁ ଅବଗତ ଥିଲା, ଗାନ୍ଧୀଙ୍କ ନାମରେ ଏହି ଆଲୋଚନାଚକ୍ର ଆୟୋଜନ ହୋଇଥିଲା ବୋଲି ତାମିଲନାଡୁ ନିର୍ବାଚନ ଅଧିକାରୀ କହିଛନ୍ତି।
ତେବେ ଏକ ଶିକ୍ଷାନୁଷ୍ଠାନରେ ରାହୁଲଙ୍କ ଏହି ଆଲୋଚନା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଥିବା କହି ତଦନ୍ତ ଦାବି କରିଥିଲା ତାମିଲନାଡୁ ସରକାର। ଏହାପରେ ଚେନ୍ନାଇ ସ୍ଥିତ ଷ୍ଟେଲା ମ୍ଯାରସ୍ କଲେଜକୁ ନୋଟିସ ପଠାଯାଇ ଜବାବ ତଲବ କରାଯାଇଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।