ନୂଆଦିଲ୍ଲୀ: ଡିସେମ୍ୱର ୨୮ କଂଗ୍ରେସର ପ୍ରତିଷ୍ଠା ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ରାହୁଲ୍ ଗାନ୍ଧୀ ବିଦେଶ ଗସ୍ତରେ ଯାଇଛନ୍ତି। କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେଓ୍ୱାଲା ଏହି ସୂଚନା ଦେଇଛନ୍ତି। ତେବେ ରାହୁଲଙ୍କ ଗସ୍ତ ବ୍ୟକ୍ତିଗତ, କେଉଁଠିକି ଯାଇଛନ୍ତି ତାହା କହି ନାହାନ୍ତି ସୁରଜେଓ୍ୱାଲା।
ତେବେ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁୟାୟୀ ରବିବା ସକାଳୁ ରାହୁଲ୍ କାତାର ବିମାନ ବନ୍ଦର ଦେଇ ଇଟାଲୀର ମିଲନ ସହରକୁ ଗସ୍ତ କରିଛନ୍ତି। ରାହୁଲ୍ ଗାନ୍ଧୀଙ୍କ ଆଈ ଏଠାରେ ରୁହନ୍ତି। ପୂର୍ବରୁ ଅନେକ ଥର ସେ ଇଟାଲୀ ଆସିଥାନ୍ତି ଆଈଙ୍କୁ ଭେଟିବାକୁ।
ସୂଚନାଯୋଗ୍ୟ, ଆସନ୍ତାକାଲି କଂଗ୍ରେସର ୧୩୬ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳର ମୁଖ୍ୟ କାର୍ଯାଳୟରେ ଦଳୀୟ ପତାକା ଉତ୍ତୋଳନ କରାଯିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।