ନୂଆଦିଲ୍ଲୀ: ରାଜଧାନୀ, ଶତାବ୍ଦୀ ଏବଂ ଦୂରୋନ୍ତୋ ଟ୍ରେନ୍ରେ ଅନ୍ ବୋର୍ଡରେ ଉପଲବ୍ଧ ଖାଇବା ଦର ବଢ଼ାଇବାକୁ ରେଲୱେ ବୋର୍ଡ ନିଷ୍ପତ୍ତି ନେଇଛି। ଏହାଫଳରେ ଏସବୁର ଭଡ଼ାରେ ମଧ୍ୟ ବୃଦ୍ଧି କରାଯିବ।
ମିଳିଥିବା ସୂଚନା ଅନୁଯାୟୀ, ଫାର୍ଷ୍ଟ କ୍ଲାସ୍ ଏସି ଏବଂ ଏକ୍ଜିକ୍ୟୁଟିଭ୍ କ୍ଲାସ୍ରେ ଚା’ ୩୫ ଟଙ୍କା ପଡ଼ିବ ଯାହାକି ପୂର୍ବରୁ ୨୯ ଟଙ୍କା ଥିଲା। ସେହିଭଳି ଜଳଖିଆ ୧୩୩ ବଦଳରେ ୧୪୦ ଟଙ୍କାରେ ଏବଂ ମଧ୍ୟାହ୍ଣ ଭୋଜନ ଓ ରାତ୍ର ଭୋଜନ ୨୩୦ ଟଙ୍କା ବଦଳରେ ୨୪୫ ଟଙ୍କାରେ ଉପଲବ୍ଧ ହେବ।
ଦ୍ୱିତୀୟ ଶ୍ରେଣୀ ଏସି, ପ୍ରଥମ ଶ୍ରେଣୀ ଏସି ଏବଂ ଚେୟାର କାର୍ରେ ଚା’ ୨୦ ଟଙ୍କାରେ ମିଳିବ, ଯାହାକି ପୂର୍ବରୁ ୧୫ ଟଙ୍କା ଥିଲା। ସେହିଭଳି ଜଳଖିଆ ୯୭ ଟଙ୍କା ବଦଳରେ ୧୦୫ ଟଙ୍କାରେ ଏବଂ ମଧ୍ୟାହ୍ଣ ଭୋଜନ ଓ ରାତ୍ର ଭୋଜନ ୧୭୫ ବଦଳରେ ୧୮୫ ଟଙ୍କାରେ ଉପଲବ୍ଧ ହେବ।
ଏହି ଅବସରରେ ଆହୁରି ମଧ୍ୟ କୁହାଯାଇଛି, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ ଖାଦ୍ୟ ଉପଲବ୍ଧ କରାଯିବ। ଖାଦ୍ୟର ଉଭୟ ମାନ ଏବଂ ପରିମାଣକୁ ଗୁରୁତ୍ୱ ଦେବା ପାଇଁ ମେନ୍ୟୁରେ ଏଭଳି ପରିବର୍ତ୍ତନ ଅଣାଯିବ ଏବଂ ଆରସିଟିସି ଏହାର ଉତ୍ତରଦାୟିତ୍ୱ ନେବ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ନିର୍ବାଚନ ପୂର୍ବରୁ ଫାଟ, 'ଇଣ୍ଡି ବ୍ଲକ୍'ରୁ କଂଗ୍ରେସକୁ ଆଉଟ୍ କରିବାକୁ ଚାହୁଁଛି ଆପ୍
ଦିଲ୍ଲୀ ନିର୍ବଚନ ପୂର୍ବରୁ ଆମ୍ ଆଦମୀ ପାର୍ଟି ଇଣ୍ଡିଆ ମେଣ୍ଟରୁ କଂଗ୍ରେସକୁ ବାହାର କରିବାକୁ ଚାହୁଁଛି। ଏଥିପାଇଁ ସେ ଅନ୍ୟ ଦଳ ସହ କଥା ହେବ।
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...