ବେଙ୍ଗଲୁରୁ: ବେଙ୍ଗଲୁରୁରେ ୧୧୫ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା। ଏଥିଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ବିଭିନ୍ନ ଅଂଚଳରେ ରାସ୍ତାଗୁଡିକରେ ଖାଲ ସୃଷ୍ଟି ହୋଇଛି। ଏଥିଯୋଗୁ ବର୍ତ୍ତମାନ ସୁଦ୍ଧା ୫ଜଣଙ୍କ ଜୀବନ ଗଲାଣି॥ ସେପଟେ ଏନେଇ ଅଭିଯୋଗ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ଆରମ୍ଭ ହୋଇଛି। କିନ୍ତୁ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବା ବେଳେ ଖୁବଶୀଘ୍ର ଉତ୍ତର ପୂର୍ବ ମୌସୁମୀର ପ୍ରଭାବ ଅନୁଭୂତ ହେବ। ତେଣୁ ଆଗାମୀ ଦିନରେ ପରିସ୍ଥିତି ଆହୁରି ଗମ୍ଭୀର ହେବାର ଆଶଙ୍କା ରହିଛି।
ବେଙ୍ଗାଲୁର ସହରରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ଲୋକମାନେ ଯିବା ଆସିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ବିଭିନ୍ନ ସ୍ଥାନରେ ଲୋକମାନେ ନିଖୋଜ ଥିବାର ଖବର ମିଳଛି। ବର୍ଷା ପରେ ବିଭିନ୍ନ ସ୍ଥାନରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।