ଜୟପୁର: ପାକିସ୍ତାନର ପତାକା ଥିବା ଏବଂ ’୧୪ ଅଗଷ୍ଟ’ ମୁବାରକ୍ ଲେଖାଥିବା ଏକ ବେଲୁନ୍ ରାଜସ୍ଥାନରେ ମିଳିଛି। ଏହା ରାଜସ୍ଥାନର ଗଙ୍ଗନଗରରେ ମିଳିଥିବା ପୁଲିସ୍ ପକ୍ଷରୁ କୁହାଯାଇଛି।
ରାଇସିଂ ନଗର ଅଞ୍ଚଳର ଜଣେ ଗ୍ରାମବାସୀ ଏହି ବେଲୁନ୍ ପାଇବା ପରେ ପୁଲିସ୍କୁ ସୂଚନା ଦେଇଥିଲେ।
ସୂଚନାଯୋଗ୍ୟ ଯେ, ଅଗଷ୍ଟ ୧୪ ତାରିଖରେ ପାକିସ୍ତାନ ସ୍ୱାଧୀନତା ଦିବସ ପାଳିଥାଏ। ପାକିସ୍ତାନ ସୀମାକୁ ଲାଗିଥିବା ରାଜସ୍ଥାନର ୪ଟି ଜିଲ୍ଲା ମଧ୍ୟରୁ ଗଙ୍ଗନଗର ଅନ୍ୟତମ। ଗତ କିଛି ଦିନ ତଳେ ୧୨ରୁ ଊର୍ଦ୍ଧ୍ୱ ବେଲୁନ୍ ଏଠାରେ ଦେଖିବାକୁ ମିଳିଥିଲା। ପୁଲିସ୍ କହିବା ଅନୁଯାୟୀ, ଗୁଇନ୍ଦା ବିଭାଗକୁ ଏହି ବିଷୟରେ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେଜ୍ରିଓ୍ୱାଲଙ୍କ ସଞ୍ଜିବନୀ ସ୍କିମ୍କୁ ନେଇ ତୁତୁ ମେଁମେଁ, ସ୍ୱାସ୍ଥ୍ୟ ବିଭାଗର ବିରୋଧ
ଯୋଜନାକୁ ନେଇ ଏବେ କେଜ୍ରିଓ୍ୱାଲ ଓ ଦିଲ୍ଲୀ ସରକାରୀ ଅଧିକାରୀ ମୁହାଁମୁହିଁ ହୋଇଛନ୍ତି।
National
ଠାକୁର ଦର୍ଶନ ସାରି ଫେରୁଥିବା କାର୍କୁ ଧକ୍କା ଦେଲା ବସ୍, ୫ ମୃତ
ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଆହତ ହୋଇଛନ୍ତି।
National
ଜାଲିଆତି ଅର୍ଡର ଦେଖାଇ ଥାନାରୁ ନେଇଗଲେ ଜବତ ଗାଡ଼ି, ବନ୍ଧା ହେଲେ ଓକିଲ
ଅବୈଧ ଖନନ ମାମଲାରେ ପୁଲିସ୍ ଜବତ କରିଥିବା ବାଇକ୍କୁ ଅଦାଲତର ଜାଲି ଆଦେଶ ଦେଖାଇ ଛଡ଼ାଇ ନେଇଥିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ଓକିଲଜଣକ ।
National
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କଠୁ ଚିକିତ୍ସା ଫି' ନେବା ଅପରାଧ
ଦୁଷ୍କର୍ମ ପୀଡ଼ିତା, ପୋକ୍ସୋ ମାମଲାର ପୀଡ଼ିତା ତଥା ଯୌନ ନିର୍ଯାତନାର ଶିକାର ହୋଇଥିବା ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି।
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।