ରାଜସ୍ଥାନ ବିଜେପି ମୁଖ୍ୟଙ୍କ ପରଲୋକ

ନୂଆଦିଲ୍ଲୀ: ରାଜସ୍ଥାନ ବିଜେପି ମୁଖ୍ୟ ତଥା ରାଜ୍ୟସଭା ସାଂସଦ ମଦନ ଲାଲ ସାଇନିଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗ ଯୋଗୁ ଆସନ୍ତାକାଲି ରାଜ୍ୟସଭାକୁ ମୁଲତବୀ ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ, ମଦନ ଲାଲ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଏଥିପାଇଁ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତବର୍ଷ ଜୁନ୍‌ ମାସରେ […]

waw

waw

Hemant Lenka
  • Published: Monday, 24 June 2019
  • Updated: 24 June 2019, 10:52 PM IST

Sports

Latest News

ନୂଆଦିଲ୍ଲୀ: ରାଜସ୍ଥାନ ବିଜେପି ମୁଖ୍ୟ ତଥା ରାଜ୍ୟସଭା ସାଂସଦ ମଦନ ଲାଲ ସାଇନିଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗ ଯୋଗୁ ଆସନ୍ତାକାଲି ରାଜ୍ୟସଭାକୁ ମୁଲତବୀ ଘୋଷଣା କରାଯାଇଛି।

ସୂଚନା ଅନୁଯାୟୀ, ମଦନ ଲାଲ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଏଥିପାଇଁ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତବର୍ଷ ଜୁନ୍‌ ମାସରେ ମଦନ ଲାଲ ସାଇନିଙ୍କୁ ରାଜସ୍ଥାନ ବିଜେପି ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିଲା। ତାଙ୍କ ମୃତ୍ୟୁରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story