ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଉଛି: ରାଜନାଥ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଅନ୍ତର୍ଜାତୀୟ ସୀମା ଓ ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନ ତରଫରୁ ଗୁଳି ବର୍ଷଣ ଜାରି ରହିଥିବା ବେଳେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ଭାରତୀୟ ସେନା ଏହାର କଡ଼ା ଜବାବ ଦେଉଛି।

ସେ ଏହା ମଧ୍ୟ କହିଛନ୍ତି,“ଭାରତୀୟ ସେନା ଦେଶର ମୁଣ୍ଡ ତଳକୁ ହେବାକୁ ଦେବ ନାହିଁ।”

ଶୁକ୍ରବାର ରାତିରେ ସୀମାରେ କୁପବାଡାର ମଛଲୀ ସେକ୍ଟରରେ ଆତଙ୍କବାଦ ଆକ୍ରମଣରେ ଭାରତୀୟ ସେନାର ଜଣେ ଯବାନ ସହିଦ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ବିଧାନସଭାରେ ଆଗୁଆ ଆସ୍ଥା ପ୍ରସ୍ତାବ ଆଣିବେ ମୁଖ୍ୟମନ୍ତ୍ରୀ ଗେହଲଟ

ପ୍ରଧାନମନ୍ତ୍ରୀ ପଦରେ ମୋଦିଙ୍କ ନାଁରେ ନୂଆ ରେକର୍ଡ, ପଛରେ ପଡ଼ିଲେ ବାଜପେୟୀ

କଂଗ୍ରେସ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି

ଗେହଲଟ ଘରେ ପାଇଲଟ, ସବୁ ରାଗ ଭୁଲି ଦୁହେଁ ହାତ ମିଳାଇଲେ

ବେଙ୍ଗାଲୁରୁ ଦଙ୍ଗାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଏଫଆଇଆରରେ ୫ ଅଭିଯୁକ୍ତ

ମୁମ୍ବାଇ ସ୍ୱପ୍ନ ସାକାର କରିବାକୁ ୪୫ ହଜାର ଟଙ୍କାରେ ଛୁଆକୁ ବିକିଲା ମା’

ଏଚ୍-୧ବି ଭିସା ବ୍ୟାନ ନିୟମରେ କୋହଳ କଲା ଟ୍ରମ୍ପ ପ୍ରଶାସନ

ପିପିଇ କିଟ ପିନ୍ଧି କୋଭିଡ ଲକ୍ଷଣ ଥିବା ଜଣେ ଲୋକଙ୍କୁ ବାଇକରେ ହସ୍ପିଟାଲ ନେଲେ ଟିଏମସି ନେତା

ଆଖିକୁ ଦିଶେନାହିଁ, କିନ୍ତୁ ୟୁପିଏସସି ପରୀକ୍ଷାରେ ବାଜିମାତ କଲେ ଏହି ଯୁବତୀ

କୋମାକୁ ଚାଲିଗଲେ ପ୍ରଣବ ମୁଖାର୍ଜୀ, ଅବସ୍ଥା ଅତ୍ୟନ୍ତ ଗମ୍ଭୀର

ମହନ୍ତ ନିତ୍ୟ ଗୋପାଳ ଦାସଙ୍କୁ କରୋନା, ମୋଦିଙ୍କ ସହ ଷ୍ଟେଜ ଶେୟାର କରିଥିଲେ

କରୋନା ଟିକା ନିଜ ଇଚ୍ଛାରେ କିଣି ପାରିବେନି ରାଜ୍ୟ ସରକାର