ହରିଆଣା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଶାନ୍ତଙ୍କ ବାପା ଓ ଭଉଣୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ବାପା କେକେ ସିଂହ ଓ ଭଉଣୀ ରାଣୀ ସିଂହ ଆଜି ହରିଆଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଫରିଦାବାଦ ଠାରେ ସାକ୍ଷାତ କରିଛନ୍ତି। ଭେଟଘାଟ ସମୟରେ ମୁଖ୍ୟମନ୍ତ୍ରୀ ଖଟ୍ଟର ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ସୁଶାନ୍ତଙ୍କ ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ସୁଶାନ୍ତଙ୍କ ଉଭଣୀ ରାଣୀ ସିଂହ ପରିଦାବାଦ ପୁଲିସ୍‌ କମିଶନର ଓପି ସିଂହଙ୍କ ପତ୍ନୀ। ଏହି ସାକ୍ଷାତ ସମୟରେ ସେ ମଧ୍ୟ ଉପସ୍ଥିତ ରହିଥିଲେ।

ଏହାପୂର୍ବରୁ ସୁଶାନ୍ତଙ୍କ ବାପା କେକେ ସିଂହ ଓକିଲ ସୁପ୍ରିମକୋର୍ଟରେ ରିୟାଙ୍କ ବିରୋଧରେ ଫେରାଦ ହୋଇଥିଲେ। ଦୀର୍ଘ ୧୨ ମାସ ହେଲା ରିୟା ଯେଉଁ ସବୁ କାମ କରିଛନ୍ତି, ତାହା ସୁଶାନ୍ତଙ୍କ ମୃତ୍ୟୁର କାରଣ ବୋଲି ସେ ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି।

ଆହୁରି ପଢ଼ନ୍ତୁ

ଏଫଟିଆଇଆଇର ସଭାପତି ନେଲେ ଫିଲ୍ମ ନିର୍ମାତା ଶେଖର କପୁର

ରିୟାଙ୍କୁ ଆଜି ବି ମିଳିଲାନି ଜାମିନ

ଚାଇନାର ନୂଆ ଚାଲକୁ ଜୋରଦାର ବିରୋଧ କଲା ଭାରତ, କହିଲା ୧୯୫୯ କଥା ମାନିବୁନି

ଦୁର୍ଗାଙ୍କ ବେଶରେ ଫଟୋ ଉଠାଇବାରୁ ନୁସରତଙ୍କୁ ଧମକ

ଗିଲଗିଟ-ବାଲଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ, ଭାରତର ବିରୋଧ

ଗଣଦୁଷ୍କର୍ମ ପରେ ମହିଳାଙ୍କ ଜିଭ କାଟିବା ମାମଲା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ପୀଡ଼ିତା

ସୁଶାନ୍ତଙ୍କ ଏଭଳି ଭିଡିଓ ଶେୟାର କଲେ ଫ୍ୟାନ୍, ଅଙ୍କିତା କହିଲେ ଡିଲିଟ୍ କର

ଆଉ ଜଣେ ଅଭିନେତାଙ୍କ ସନ୍ଦେହଜନକ ମୃତ୍ୟୁ, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

କରୋନା ଡରରେ କନ୍ୟାଙ୍କୁ ଏମିତି ଲଗାଗଲା ହଳଦୀ

ନୂଆ କୃଷି ଆଇନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି, କଳାଧନ ସମ୍ପର୍କରେ ଦେଲେ ବୟାନ

ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୫୧ ଲକ୍ଷ ଡେଇଁଲା, ଦିନକରେ ୭୦ ହଜାର ଆକ୍ରାନ୍ତ

ହିରୋଇନଙ୍କ ପରେ ଏବେ ହିରୋଙ୍କ ପାଳି!