ନୂଆଦିଲ୍ଲୀ: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ହରିଆନାର ଗୁରୁଗ୍ରାମ୍ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Haryana: Former Chhattisgarh Chief Minister and BJP leader Raman Singh admitted to a hospital in Gurugram, yesterday night after he complained of chest pain. (File pic) pic.twitter.com/yxEtJ1ijRB
— ANI (@ANI) July 24, 2019
ସୂଚନାଯୋଗ୍ୟ, ବିଜେପିର ଏହି ବରିଷ୍ଠ ନେତା ଗତ ୨ ଦିନ ହେଲା ଦିଲ୍ଲୀରେ ଥିଲେ। ୨୨ ତାରିଖ ଦିନ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା
ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରଥମେ ଆପକୁ ସମର୍ଥନ ଘୋଷଣା କରିଥିଲା ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି। ଆଜି ତୃଣମୂଳ କଂଗ୍ରେସର ସମର୍ଥନ ପାଇଁ ମମତା ବାନାର୍ଜୀଙ୍କୁ ଧନ୍ୟବାଦ ଜଣାଇଲେ କେଜ୍ରିୱାଲ।
National
ପ୍ରତ୍ୟର୍ପଣ ଦାବି ଭିତରେ ଶେଖ ହସିନାଙ୍କ ଭିସା ଅବଧି ବଢ଼ାଇଲା ଭାରତ
ଡିସେମ୍ବର ୨୩ରେ ବାଂଲାଦେଶର ଅନ୍ତରୀଣ ସରକାର ବିଧିବଦ୍ଧ ଭାବେ ଭାରତକୁ ହସିନାଙ୍କ ପ୍ରତ୍ୟର୍ପଣ ପାଇଁ ଚିଠି ଲେଖିଥିଲେ। କିନ୍ତୁ ଏଯାଏ ଭାରତ ସରକାର ଏହା ଉପରେ କୌଣସି ନିଷ୍ପତ୍ତି ନେଇ ନାହାନ୍ତି।
National
ବାଲେଶ୍ୱର ଧୂର୍ତ୍ତକୁ ବାନ୍ଧିଲା ଲକ୍ଷ୍ନୌ ପୁଲିସ: ନିଜକୁ ଆର୍ମି କ୍ୟାପ୍ଟେନ କହୁଥିଲା, ମହିଳାଙ୍କୁ ଲୁଟୁଥିଲା
ପୁଲିସ୍ କହିଛି ଯେ ଗିରଫ ହୋଇଥିବା ୪୦ ବର୍ଷୀୟ ହାଇଦର ଅଲୀର ଘର ଓଡ଼ିଶାର ବାଲେଶ୍ୱରରେ। ତା’ର ପ୍ରକୃତ ନାଁ ହାଇଦର ହୋଇଥିଲେ ହେଁ ସେ ନିଜକୁ ହାର୍ଦ୍ଦିକ ବେଗଲୋ ଭାବେ ପରିଚୟ ଦେଉଥିଲା।
National
ଉତ୍ସବ ମଝିରେ ପାଗଳ ହେଲା ହାତୀ, ୨୦ ଆହତ
ପାଖରେ ଠିଆ ହୋଇଥିବା ମହୁନ୍ତ ତାକୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଶୁଣି ନଥିଲା। ଏପରିକି ଜଣଙ୍କୁ ଶଣ୍ଢରେ ଉଠାଇ କଚାଡ଼ି ପିଙ୍ଗି ଦେଇଥିଲା ହାତୀ।
National
ବର-କନ୍ୟା ପୋଷାକ ପିନ୍ଧି ରାତି ସାରା ୨୬ତମ ବିବାହ ବାର୍ଷିକୀ ପାଳିଲେ, ସକାଳୁ ଜୀବନ ହାରିଦେଲେ
ରାତି ସାରା ଯେଉଁ ଦମ୍ପତି ନିଜର ବିବାହ ବାର୍ଷିକ ପାଳକ କରିଥିଲେ ସକାଳୁ ସେମାନେ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି। ଉଭୟଙ୍କ ମୃତଦେହ ବିବାହ ପୋଷାକରେ ସେମାନଙ୍କ ଘର ଭିତରୁ ନାଗପୁର ପୁଲିସ୍ ଉଦ୍ଧାର କରିଛି।