ଉନ୍ନାଓ: ପୁଣି ଥରେ ଉତ୍ତର ପ୍ରଦେଶ ଉନ୍ନାଓରେ ଆଉ ଏକ ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ନ୍ୟାୟ ପାଇଁ ଦୀର୍ଘ ଦିନ ଧରି ଅପେକ୍ଷା କରିବା ପରେ ଶେଷରେ ନିରାଶ ହୋଇ ଆଜି ଏସପି ଅଫିସଙ୍କ ସାମ୍ନାରେ ଦୁଷ୍କର୍ମର ଶୀକାର ପୀଡ଼ିତା ନିଜ ଦେହରେ ନିଆଁ ଲଗାଇ ଦେଇଛନ୍ତି। ଏହି ପୀଡ଼ିତାଙ୍କ ଘର ଉନ୍ନାଓ ଜିଲ୍ଲାର ହସନଗଞ୍ଜ ବୋଲି ଜଣାପଡ଼ିଛି। ପୁଲିସ ନିଆଁ ଲିଭାଇ ସ୍ଥାନୀୟ ହସ୍ପିଟାଲରେ ପୀଡ଼ିତାଙ୍କୁ ଭର୍ତ୍ତି କରାଇଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଉନ୍ନାଓର ଜଣେ ଦୁଷ୍କର୍ମ ପୀଡିତାଙ୍କୁ ଅଭିଯୁକ୍ତ ଓ ତାର ସାଙ୍ଗମାନେ ମିଶି ପୋଡ଼ି ଦେଇଥିଲେ। ଏହାପରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଥିଲା। ଏବେ ଏହି ମାମଲାରେ ଏସଆଇଟି ତଦନ୍ତ ଚାଲିଛି। ଏହି ମାମଲାରେ ଗିରଫ ହୋଇଥିବା ମୋଟ ପାଞ୍ଚ ଅଭିଯୁକ୍ତଙ୍କ ବିରୋଧରେ ଖୁବଶୀଘ୍ର ଚାର୍ଜସିଟ୍ ଦାଖଲ ହେବ ବୋଲି ଜଣାପଡ଼ିଛି।
ସେହିପରି ଏହା ପୂର୍ବରୁ ବିଜେପିରୁ ନିଲମ୍ୱିତ ଉନ୍ନାଓ ବିଧାୟକ କୁଲଦୀପ ସିଂହ ସେନଗେର ଜଣେ ଯୁବତୀଙ୍କୁ ଦୁଷର୍କ କରିଥିବା ଅଭିଯୋଗ ହୋଇଛି। ଏବେ ବିଧାୟକ ସେନଗେର ତିହାର ଜେଲରେ ଅଛନ୍ତି। ଦିଲ୍ଲୀ କୋର୍ଟରେ ମାମଲା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।