କାନ୍ପୁର: ଉତ୍ତରପ୍ରଦେଶ ସମେତ ହିମାଚଳ ପ୍ରଦେଶ, ଉତ୍ତରଖଣ୍ଡ ଓ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘ (ଆରଏସ୍ଏସ୍) ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି। ଆସନ୍ତାକାଲିଠାରୁ କାନ୍ପୁରରେ ଆରଏସ୍ଏସ୍ର ୫ ଦିନିଆ ବାର୍ଷିକ ସମ୍ମିଳନୀ ବସିବ। ଏଥିରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସହ ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ହେବ।
ବୈଠକରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗୱତ, ସାଧାରଣ ସମ୍ପାଦକ ଭାୟାଜୀ ଜୋଶୀଙ୍କ ସମେତ ୪୧ଟି ଆଞ୍ଚଳିକ ପ୍ରଚାରକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଗୃହମନ୍ତ୍ରୀ ରାଜନାଥ ସିଂହ, ରାଷ୍ଟ୍ରୀୟ ସଭାପତି ଅମିତ ଶାହ, ବିଜେପି ଜାତୀୟ ସାଧାରଣ ସମ୍ପାଦକ ରାମ୍ଲାଲ ଓ ରାମ୍ମାଧବ ମଧ୍ୟ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି।
ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରଖଣ୍ଡ ଓ ପଞ୍ଜାବରେ ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଦଳ ରଣନୀତି ପ୍ରସ୍ତୁତି ପାଇଁ ଆଗଭର ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।