ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଆଜି ଦିଲ୍ଲୀ ଆସି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ପତ୍ନୀ ତଥା ଦେଶର ପ୍ରଥମ ମହିଳା ଶୁଭ୍ରା ମୁଖାର୍ଜୀଙ୍କର ଶେଷ ଦର୍ଶନ କରିଥିଲେ। ସେ ରାଷ୍ଟ୍ରପତିଙ୍କ ପୁଅ ଅଭିଜିତ ମୁଖାର୍ଜୀଙ୍କର ତଲକତୋରା ସ୍ଥିତ ବାସଭବନକୁ ଯାଇ ଶୁଭ୍ରା ମୂଖାର୍ଜୀଙ୍କର ଶେଷ ଦର୍ଶନ କରିଥିଲେ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହା ସହିତ ସେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ସମବେଦନା ଜଣାଇଥିଲେ।
ସୂଚନାଯୋଗ୍ୟ, ଗତକାଲି ଶୁଭ୍ରା ମୁଖାର୍ଜୀଙ୍କର ପରଲୋକ ହୋଇଥିଲା। ସେ କିଛି ଦିନ ଧରି ଅସୁସ୍ଥ ଥିଲେ।
ଶୁଭ୍ରା ମୁଖାର୍ଜୀଙ୍କ ଶେଷକୃତ୍ୟରେ ଯୋଗ ଦେବା ପାଇଁ ଶେଖ ହସିନା ଆଜି ସକାଳେ ଢାକାରୁ ଆସି ନୂଆଦିଲ୍ଲୀରେ ପହଞ୍ଚିଥିଲେ। ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।