ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନାରେ ସଂକ୍ରମିତ ହୋଇଛନ୍ତି। ଟ୍ୱିଟ୍ କରି ଶକ୍ତିକାନ୍ତ ଏହି ସୂଚନା ଦେଇଛନ୍ତି। ଏଯାବତ ତାଙ୍କ ପାଖରେ କରୋନାର ଲକ୍ଷଣ ନଥିବା ସେ ସ୍ପଷ୍ଟ କରିଛନ୍ତି। ଆଇସୋଲେସନରେ ରହି କାମ କରିବେ ବୋଲି ଶକ୍ତିକାନ୍ତ କହିଛନ୍ତି।
ଆଇସୋଲେସନରେ ରହିଲେ ମଧ୍ୟ ସେ ସମସ୍ତଙ୍କ ସହ ଯୋଗାଯୋଗରେ ରହିବେ। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କରୋନା ପରୀକ୍ଷା କରାଇବାକୁ ଶକ୍ତିକାନ୍ତ ଅନୁରୋଧ କରିଛନ୍ତି।
https://twitter.com/DasShaktikanta/status/1320351741716488193
ଦେଶରେ ଏଯାବତ କରୋନାରେ ୭୮,୬୪,୮୧୧ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୧,୧୮,୫୩୪ ପହଞ୍ଚିଥିବା ବେଳେ ୬,୬୮,୧୫୪ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି। ଆରୋଗ୍ୟ ସଂଖ୍ୟା ୭୦,୭୮,୧୨୩ ରହିଛନ୍ତି। ଦେଶରେ ଆରୋଗ୍ୟ ହାର ୯୦ ପ୍ରତିଶତ ପହଞ୍ଚିଥିବା ବେଳେ ମୃତ୍ୟୁ ହାର ୧.୫୧ ପ୍ରତିଶତ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।